ଏସବୁ ଜିଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର,୩ା୭(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ କଟକ ଜିଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ତେଣୁ ଏହି ଜିଲା ଗୁଡ଼ିକରେ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

Share