ମେଣ୍ଟକୁ ନେଇ କୌଣସି ଦ୍ୱନ୍ଦ ନାହିଁ: ଜୁଏଲ

ଭୁବନେଶ୍ୱର,୧୮ା୩: ବିଜେଡି-ଭାଜପା ମେଣ୍ଟକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଏବେ ବି ଥମିନାହିଁ। ଅନ୍ୟପକ୍ଷରେ ଏହି ପ୍ରସଙ୍ଗକୁ ନେଇ ଭାଜପା ଏମ୍‌ପି ଜୁଏଲ ଓରାମ କହିଛନ୍ତି, ମେଣ୍ଟକୁ ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ। କେନ୍ଦ୍ର ସଂସଦୀୟ ବୋର୍ଡ ଯାହା ନିଷ୍ପତ୍ତି ନେବ ତାହା ହିଁ ଶେଷ ନିଷ୍ପତ୍ତି ବୋଲି ସେ କହିଛନ୍ତି। ତାଲିକା କେନ୍ଦ୍ରକୁ ପଠାଯାଇଛି, କେନ୍ଦ୍ର ଯାହା ନିଷ୍ପତ୍ତି ନେବ।

Share