ପୂର୍ବତନ ବିଜେଡି ବିଧାୟକ ଭାଜପା ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

କର୍ଲାମୁଣ୍ଡା,୨୭।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନରେ ଏବେ ନୂଆମୋଡ଼ ନେଇଛି। ନର୍ଲା ନିର୍ବାଚନ ମଣ୍ଡଳୀର ପୁର୍ବତନ ବିଜେଡି ବିଧାୟକ ଧନେଶ୍ୱର ମାଝୀ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ଚର୍ଚ୍ଚା ହେବା ପରେ ବିଜେଡି ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି ହେବା ସ୍ପଷ୍ଟ ହେଇଯାଉଛି। ଧନେଶ୍ୱର ମାଝୀ ଜଣେ ସଫଳ ରାଜନେତା ଭାବେ ସୁପରିଚିତ। ସେ ୧୯୭୮ରୁ ୧୯୮୪ ରେ ଥରେ ରାଜ୍ୟ ସଭା ଏମ୍‌ପି ଓ ଭାଜପାରୁ ୪ରି ଥର ବିଧାୟକ ରହିଥିବା ବେଳେ ବିଜେଡିରୁ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ବିଧାୟକ ରହିଥିଲେ। ତେବେ ବିଜେଡି ଛାଡି ଭାଜପାରେ ଯୋଗଦେଇ ନର୍ଲାରୁ ବିଧାୟକ ପ୍ରାଥୀ ହେବାକୁ ଥିବା ନେଇ ଚର୍ଚ୍ଚା ଜୋର ଧରିଛି l ଅନ୍ୟପଟେ ଧନେଶ୍ୱର ସ୍ଥାନୀୟ ବାସିନ୍ଦା ହୋଇଥିବାରୁ ନିର୍ବାଚନ ବୈତରଣୀ ପାର ହେବା ଅନ୍ୟମାନଙ୍କ ଅପେକ୍ଷା ତାଙ୍କୁ ସହଜ ହୋଇପାରେ ବୋଲି ଆକଳନ କରାଯାଉଛି। ଧନେଶ୍ୱର ତାଙ୍କ ଇସ୍ତଫା ପତ୍ରରେ ଦଳ ତାଙ୍କୁ ଅଣଦେଖା କରିଥିବାରୁ ଦଳ ଛାଡି ଥିବା ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଗଡ଼ରେ ପଞ୍ଜାବ କୃଷକ ଆନ୍ଦୋଳନର ତାତି, ଦାହ ପୂର୍ବରୁ କୁଶପୁତ୍ତଳିକା ଛଡ଼ାଇ ନେଲା ପୋଲିସ

ବରଗଡ଼, ୨୮।୩(ପ୍ରେମାନନ୍ଦ ଖମାରୀ)- ପଞ୍ଜାବରେ କୃଷକ ଆନ୍ଦୋଳନ ଉପରେ ପୋଲିସର କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ସାରାଦେଶରେ ଆନ୍ଦୋଳନ ତେଜି ଉଠିଛି। ବରଗଡ଼ ଜିଲାରେ ମଧ୍ୟ ଶୁକ୍ରବାର ଆନ୍ଦୋଳନ...

ଲାଞ୍ଜିଗଡ଼ରେ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ଲାଞ୍ଜିଗଡ଼,୨୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ...

ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ିଚାଳନା, ଘର ଭିତରେ ପଶାଇଦେଲେ ଗାଡ଼ି, କାବୁ କଲେ ଲୋକେ

ଢେଙ୍କାନାଳ, ୨୮।୩(ରତନ ନାୟାର): କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡି ଚାଳନା। ନିଶାଶକ୍ତ ଅବସ୍ଥାରେ ବେପରୁଆ କାର ଚଳାଇ ଏକ ଜଳଖିଆ ଠେଲାକୁ ଧକ୍କା ଦେଇ...

କର୍ଲାମୁଣ୍ଡା ଠାରେ ଅନ୍ତର୍ଜାତୀୟ ସମବାୟ ୨୦୨୫ ବର୍ଷ ପାଳିତ

କର୍ଲାମୁଣ୍ଡା;୨୮।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ପ୍ରାଥମିକ କୃଷି ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ସମବାୟ ବର୍ଷ ପାଳିତ ହୋଇଯାଇଛି।...

ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି : ପ୍ରଦ୍ୟୁମ୍ନ

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ): ଭୁବନେଶ୍ୱରଠାରେ ଆଜକୁ କିଛି ଦିନ ହେବ ବିଭିନ୍ନ ସଂଘର କର୍ମଚାରୀମାନେ ନିଜର ଦାବି ପୂରଣ ପାଇଁ ଆନ୍ଦୋଳନ ଚଳାଇଛନ୍ତି। ଉକ୍ତ କର୍ମଚାରୀମାନକ ସମସ୍ୟା...

ଆତ୍ମସୁରକ୍ଷା କୌଶଳ ଶିଖିଲେ ଛାତ୍ରୀ

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ଡିଗ୍ରୀ ମହିଳା କଲେଜରେ ଦୀର୍ଘ ୮ ଦିନ ଧରି ଚାଲିଥିବା ଛାତ୍ରୀ ଆତ୍ମସୁରକ୍ଷା...

ଶୃଙ୍ଖଳା ହିଁ ସଫଳତାର ଚାବିକାଠି

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଏମ୍‌. ବାସୁଦେବପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଶୁକ୍ରବାର ପ୍ରଧାନଶିକ୍ଷକ ସୁଦାମ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ...

ବାୟୁସେନା ଅଧିକାରୀଙ୍କ ସମେତ ୫ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଦିଗପହଣ୍ଡି,୨୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମାଜିଷ୍ଟ୍ରେଟ ନିଳିମା ଷଡଙ୍ଗୀ ଶୁକ୍ରବାର ଏକ ଆକ୍ରମଣ ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ବାୟୁସେନାରେ କାର୍ଯ୍ୟରତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image