Posted inଫୁରସତ

ଜୀବନରେ ‘ରିଫ୍ରେଶ’ ରହିବା ଜରୁରୀ

ପ୍ରତିବର୍ଷ ଜୁଲାଇ ମାସର ଚତୁର୍ଥ ଗୁରୁବାର ନ୍ୟାଶନାଲ୍‌ ରିଫ୍ରେଶ୍‌ମେଣ୍ଟ ଡେ’ ପାଳନ କରାଯାଏ। ଏହି ଦିନ ଲୋକମାନେ ଥଣ୍ଡା ଲେମ୍ବୁ, ବରଫଯୁକ୍ତ ଚା’, କୋଲ୍ଡ ପାନୀୟ, ସ୍ମୁଥ, ମକଟେଲ ଏବଂ ଅନ୍ୟାନ୍ୟ ଥଣ୍ଡା ପାନୀୟ ପିଇ ନିଜ ବ୍ୟସ୍ତବହୁଳ ଜୀବନରୁ ସାମାନ୍ୟ ବିରତି ନେଇଥାନ୍ତି।
ଆମେରିକାର ବର୍ଲିଂଟନରେ ଅବସ୍ଥିତ ଆମେରିକୀୟ ବିୟର କମ୍ପାନୀ ଟ୍ରାଭେଲର ବିୟର ୨୦୧୫ ପ୍ରତିବର୍ଷ ଜୁଲାଇର ଚତୁର୍ଥ ଗୁରୁବାର ନ୍ୟାଶନାଲ୍‌ ରିଫ୍ରେଶ୍‌ମେଣ୍ଟ ଡେ’ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲା। ସେହି ଦିନଠାରୁ ଉତ୍ତର ଗୋଲାର୍ଦ୍ଧରେ ରହୁଥିବା ଲୋକମାନେ ପ୍ରତିବର୍ଷ ନ୍ୟାଶନାଲ୍‌ ରିଫ୍ରେଶ୍‌ମେଣ୍ଟ ଡେ’ ପାଳନ କରନ୍ତି। ଯେହେତୁ ବର୍ଷର ଏହି ସମୟରେ ସେହି ଅଞ୍ଚଳରେ ତାପମାତ୍ରା ବଢେ, ଏହାକୁ ଦୃଷ୍ଟିରେ ରଖି ଏହି ଦିବସ ପାଳନ କରାଯାଏ। ଟ୍ରାଭେଲର ବିୟର ଆଉ ବ୍ୟବସାୟ କରୁନାହିଁ, କିନ୍ତୁ ନ୍ୟାଶନାଲ୍‌ ରିଫ୍ରେଶ୍‌ମେଣ୍ଟ ଡେ’ ପ୍ରତିଷ୍ଠା କରି ବିଶ୍ୱରେ ଏହାର ଅବଦାନ ଇତିହାସରେ ଲେଖିଦେଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୃଷ୍ଟିହୀନ ଲୋକଙ୍କ ସାହାରା-ଧଳା ବାଡ଼ି

ପ୍ରତିବର୍ଷ ଅକ୍ଟୋବର ୧୫ରେ ସାରା ବିଶ୍ୱରେ ହ୍ବାଇଟ କେନ ଡେ’ ବା ବିଶ୍ୱ ଧଳା ବାଡ଼ି ଦିବସ ପାଳନ କରାଯାଏ। ଦୃଷ୍ଟିହୀନ ଓ କମ୍‌ ଦୃଷ୍ଟିସମ୍ପନ୍ନ...

ଏମିତି ଇସ୍ତଫା ପତ୍ର ଲେଖିଲେ କର୍ମଚାରୀ, ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୫।୧୦: ସୋସିଆଲ ମିଡିଆରେ ଅନେକ ସମୟରେ ଅଜବ ଉପାୟରେ ଲେଖାଯାଇଥିବା ଚାକିରି ଅଫର କିମ୍ବା ଇସ୍ତଫା ପତ୍ର ଭାଇରାଲ ହୁଏ। କେତେକରେ, କର୍ମଚାରୀମାନେ ସେମାନଙ୍କର ଯନ୍ତ୍ରଣା...

ଝଙ୍କଡ଼ ଶାରଳା ପୀଠ

ରାଜ୍ୟର ପ୍ରମୁଖ ଦେବୀ ପୀଠ ମଧ୍ୟରେ ମା’ ଶାରଳାଙ୍କ ମନ୍ଦିର ଅନ୍ୟତମ। ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଝଙ୍କଡ଼ କନକପୁରଠାରେ ଏହି ପୀଠ ଅବସ୍ଥିତ।...

ପର୍ଯ୍ୟଟକଙ୍କୁ ଟାଣି ଆଣେ କଣ୍ଟିଲୋ ନୀଳମାଧବ

ପର୍ଯ୍ୟଟକଙ୍କୁ ଟାଣି ଆଣିବା ପାଇଁ ନୟାଗଡ଼ ଜିଲାର କଣ୍ଟିଲୋରେ ରହିଛି ମନଲୋଭା ପର୍ଯ୍ୟଟନ ସ୍ଥଳ। ମହାନଦୀର ଦକ୍ଷିଣ ପାର୍ଶ୍ୱରେ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ...

କୃଷ୍ଣଚୂଡାର ରଙ୍ଗ ଆଜି ଫିକା…ମନେ ପଡନ୍ତି ଖୋକା ଭାଇ

ଓଡ଼ିଆ ସଙ୍ଗୀତ ଦୁନିଆର ବେତାଜ୍‌ ବାଦଶାହା। ହେଲେ ଥିଲେ ମୁକୁଟ ବିହୀନ ସମ୍ରାଟ। କାଳଜୟୀ ତଥା ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି...

ପ୍ରକୃତିର ଅନନ୍ୟ ଉପହାର ପ୍ରଧାନପାଟ ଜଳପ୍ରପାତ

ପ୍ରକୃତିର ଅନନ୍ୟ ଉପହାର ହେଉଛି ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ। ଦେବଗଡ଼ ସହରରୁ ମାତ୍ର ଦେଢ଼ କିଲୋମିଟର ଦୂରରେ ଅବସ୍ଥିତ ଏହି ପର୍ଯ୍ୟଟନସ୍ଥଳକୁ ବର୍ଷ ସାରା...

ପର୍ଯ୍ୟଟକଙ୍କ ପ୍ରମୁଖ ଆକର୍ଷଣ ତାମ୍ପରା ହ୍ରଦ

ଗଞ୍ଜାମ ଜିଲା ଛତ୍ରପୁର ନିକଟ ହୁମୁରୀ ତାମ୍ପରା ହ୍ରଦ ପର୍ଯ୍ୟଟକଙ୍କ ପ୍ରମୁଖ ଆକର୍ଷଣର କେନ୍ଦ୍ର ପାଲଟିଛି। ଲେକ୍‌ ଭ୍ୟୁ ପାର୍କ ଓ ବୋଟିଂ ପାଇଁ ଏହି...

ସଚେତନତାକୁ ଗୁରୁତ୍ୱ ଦେବା ଆବଶ୍ୟକ

ପ୍ରତିବର୍ଷ ଅକ୍ଟୋବର ୧୨ ତାରିଖକୁ ‘ବିଶ୍ୱ ଗଣ୍ଠିବାତ ରୋଗ ଦିବସ’ (ଓ୍ବାଲର୍‌ଡ ଆର୍ଥ୍ରାଇଟିସ୍‌ ଡେ) ଭାବରେ ପାଳନ କରାଯାଇଥାଏ। ଏହି ଦିବସ ଅବସରରେ ଚଳିତବର୍ଷର ସ୍ଲୋଗାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri