ରାବଣ ପୋଡିବେଳେ ବଡ଼ ଅଘଟଣ, ଯୁବକଙ୍କ ଛାତିରେ ପଡିଲା ନିଆଁ

ରାଉରକେଲା,୧୨।୧୦: ଇସ୍ପାତନଗରୀ ରାଉରକେଲାରେ ଶନିବାର ଦଶହରା ପାଳନବେଳେ ଘଟିଛି ବଡ଼ ଅଘଟଣ। ସେକ୍ଟର-୧୩ ମେଲଣ ପଡିଆ ଆୟୋଜିତ ରାବଣପୋଡି ସମୟରେ ଏକ ଅଘଟଣ ଘଟିଛି। ଜଣେ ଯୁବକଙ୍କ ଛାତିରେ ବାଣର ନିଆଁ ପଡି ସେ ଗୁରୁତର ଆହାତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତର ବ୍ୟକ୍ତି ହେଲେ ରାକେଶ।

ରାକେଶ ଅନ୍ୟ ଦର୍ଶକମାନଙ୍କ ଭଳି ଆତାସବାଜି ଦେଖୁଥିଲେ। ଏହି ସମୟରେ ନିଆଁ ଲାଗିଥିବା ଏକ ବାଣ ଆସି ରାକେଶଙ୍କ ଛାତିରେ ବାଜିଲା। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଡାକ୍ତରଖାନା ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କ ଜନ୍ମଦିନରେ ୫୮ ୟୁନିଟ୍‌ ରକ୍ତ ସଂଗ୍ରହ କଲେ ଦଳୀୟ କର୍ମୀ

ଦାରିଙ୍ଗବାଡ଼ି,୧୬ା୧୦(ଅରୁଣ ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ ଦାରିଙ୍ଗବାଡ଼ି ବିଜେଡି କାର୍ଯ୍ୟାଳୟରେ ପାଳିତ ହୋଇଯାଇଛି। ଏହି ଅବସରରେ ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନଙ୍କ...

୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କଲା ମା’

ସୁନ୍ଦରଗଡ଼,୧୬ା୧୦: ୫ ବର୍ଷର ସାବତ ପୁଅକୁ କୂଅରେ ପକାଇ ହତ୍ୟା କରିଛି ମା’। ଏଭଳି ଅମାନବୀୟ ଘଟଣା ଘଟିଛି ସୁନ୍ଦରଗଡ ଜିଲାର ଲାଠିକଟା ଅଞ୍ଚଳରେ। ଏକ...

ମାଁ ପଁରାପାଟ ଦେବୀଙ୍କ ପାର୍ବଣ ମହୋତ୍ସବ: ଯୁଗାରଯାତ୍ରାରେ ସାମିଲ ହେଲେ ଶତାଧିକ ଶ୍ରଦ୍ଧାଳୁ

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ ମାଁ ପଁରାପାଟ ମନ୍ଦିରରେ ପାର୍ବଣ ମହୋତ୍ସବ ଚାଲିଛି। ଏହି କ୍ରମରେ ବୁଧବାର ଯୁଗାରଯାତ୍ରା ହୋଇଥିଲା। ବରାହଗୋଡ଼ା, ଆମସଢ଼ା,...

୫ କୋଟି ଟଙ୍କା ଆତ୍ମସାତ୍‌ କରି ଗିରଫ ହେଲେ ପିଇଓ, ବିଭିନ୍ନ ଯୋଜନାର ଟଙ୍କାକୁ…

ବଲାଙ୍ଗୀର,୧୬ା୧୦(ସୁନୀଲ କୁମାର ମହାନ୍ତି): ପ୍ରାୟ ୫ କୋଟି ଟଙ୍କା ହେର୍‌ଫେର ଅଭିଯୋଗରେ ଭରସୁଜା ଓ ଆଗଲପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜକିଶୋର ପୋଢ଼ ଗିରଫ ହୋଇଥିବା...

ଏମ୍‌ପିଙ୍କ ପୋଷ୍ଟର ଚିରିଦେଲେ ଦୁର୍ବୃତ୍ତ, ସିସିଟିଭି ଦେଖି…

ବାଲିଗୁଡ଼ା,୧୬ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନରେ କନ୍ଧମାଳ ଏମ୍‌ପିଙ୍କ ଏକ ଶୁଭେଚ୍ଛା ବାର୍ତ୍ତା ପୋଷ୍ଟରକୁ କୌଣସି ଦୁର୍ବୃତ୍ତମାନେ ମଙ୍ଗଳବାର ବିଳମ୍ବିତ ରାତିରେ ଚିରି...

କଟକ ବାଲିଯାତ୍ରାରେ ଏଥର ବଲିଉଡ୍‌ ନାଇଟ୍‌, ଆକର୍ଷଣ ପାଲଟିବେ ଏହି ବଡ଼ ଷ୍ଟାର୍‌

କଟକ,୧୬ା୧୦: ଏଥର କଟକ ବାଲିଯାତ୍ରାରେ ହେବ ବଲିଉଡ୍‌ ନାଇଟ୍‌ ଶୋ’ । ଏନେଇ କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସୂଚନା ଦେଇଛନ୍ତି। ବାଲିଯାତ୍ରାକୁ ବଲିଉଡ୍‌ ଗାୟକ...

ପୁରୀ ସହରକୁ ଜଗିବ ସିସିଟିଭି

ପୁରୀ,୧୬ା୧୦: ପୁରୀ ପାଇଁ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ସିସିଟିଭି ଯୋଜନା। ଶ୍ରୀମନ୍ଦିର, ବଡ଼ଦାଣ୍ଡ, ସମୁଦ୍ରକୂଳ, ସମସ୍ତ ପ୍ରବେଶ ପଥରେ ସିସିଟିଭି ଲାଗିବ। ଏନେଇ ରାଜ୍ୟ ସରକାରଙ୍କୁ...

ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri