Posted inକଟକ

କଟକରେ ଏ ବର୍ଷ ହେବନି ଗଣେଶ ପୂଜା

କଟକ ଅଫିସ,୧୯ା୭-କରୋନା ମହାମାରୀ ଦୃଷ୍ଟିରୁ କଟକରେ ଚଳିତବର୍ଷ ଗଣେଶ ପୂଜା ହେବନାହିଁ। କୌଣସି କ୍ଲବ ପୂଜାକୁ ନେଇ ବଡ଼ଧରଣର ଆୟୋଜନ କରିବେ ନାହିଁ। ଥାନାଗୁଡ଼ିକ ନିଜ ଅଞ୍ଚଳର କ୍ଲବ ସଦସ୍ୟଙ୍କୁ ଡାକି ଏ ଦିଗରେ ଅବଗତ କରାଇବ। କଟକ ମହାନଗର ପୂଜା କମିଟିର ସମ୍ପାଦକ ତଥା ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ରବିବାର ଆୟୋଜିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବୈଠକରେ ବିଦାୟୀ ଡିସିପି ଅଖିଳେଶ୍ୱର ସିଂ, କଟକ ମହାନଗର ଶାନ୍ତି କମିଟି, ପୂର୍ବାଞ୍ଚଳ ଶାନ୍ତି କମିଟିର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

୬ ମାସର ଶିଶୁପୁତ୍ରଙ୍କୁ ମାରି ପୋତି ଦେଇଥିଲେ, ଅଭିଯୋଗ ପରେ ଚୌଦ୍ୱାର ପୋଲିସ ମାଟି ଖୋଳି…

ଚୌଦ୍ୱାର,୧୯ା୧୧(ଆଶୁତୋଷ ଦାସ)-ଥିଲେ ୫ ଝିଅ। ଛଅ ମାସ ତଳେ ଜନ୍ମ ହୋଇଥିଲା ଏକମାତ୍ର ପୁଅ। ହେଲେ ସେହି ପୁଅକୁ ହତ୍ୟା କରି ପୋତିଦେଇଥିବା ହୋଇଛି ଅଭିଯୋଗ।...

ବଢ଼ିଲା ‘ବାଲିଯାତ୍ରା’ ଅବଧି

ଭୁବନେଶ୍ୱର/କଟକ,୧୯।୧୧: ବଢ଼ିଲା ଐତିହାସିକ ବାଲିଯାତ୍ରା ଅବଧି। ଲୋକଙ୍କ ଆଗ୍ରହ ଏବଂ ଉତ୍ସାହକୁ ଦେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଆଉ ଦିନକ ପାଇଁ ବୃଦ୍ଧି...

ଅଧିକାରୀଙ୍କୁ ରୋକଠୋକ୍‌ ଶୁଣାଇଦେେଲେ ସୋଫିଆ ଫିର୍ଦ୍ଦୋସ୍‌: କାମ କରିବାର ଇଚ୍ଛା ନ ଥିଲେ କଟକ ଛାଡ଼…

କଟକ,୧୯ା୧୧(ଶିଳ୍ପା ପ୍ରିୟଦର୍ଶିନୀ):ବାଲିଯାତ୍ରାରେ ଲିଚୁଲାଇଟ୍‌ ଧରିପକାଇବାରୁ ଜଗତ୍‌ସିଂହପୁର ଅଞ୍ଚଳର ଛାତ୍ର ବିଶ୍ୱପ୍ରକାଶ ମନ୍ଥନଙ୍କ ମୃତ୍ୟୁ ଘଟିଛି। ଏସ୍‌ସିବି ମେଡିକାଲରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇଛି। ବାରବାଟୀ-କଟକ ବିଧାୟିକା...

ଆଜି ବନ୍ଦ ରହିବ ବାଲିଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମ

କଟକ,୧୮।୧୧: ବାଲିଯାତ୍ରାର ଚତୁର୍ଥ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିବ। ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ଦେହାନ୍ତରେ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିବ...

ଖାନନଗର ମଶାଣିରେ ହେବ ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ଶେଷକୃତ୍ୟ

କଟକ,୧୮।୧୧: କଟକ ଖାନନଗର ମଶାଣିରେ ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ଶେଷକୃତ୍ୟ କରାଯିବ। ଏ ନେଇ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ସୂଚନା ଦେଇଛନ୍ତି।...

ବାଲିଯାତ୍ରାରେ ଛାତ୍ରଙ୍କ ମୃତ୍ୟୁ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

କଟକ,୧୭।୧୧: ବାଲିଯାତ୍ରାର ତୃତୀୟ ଦିନରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁକ୍ତ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତସିଂହପୁର ଜୟବଡ଼ର ପ୍ରଭାକର ମନ୍ଥନଙ୍କ ପୁଅ...

ବାଲିଯାତ୍ରାରେ ଅଘଟଣ: ଲିଚୁ ଲାଇଟ୍‌ ଲାଗି ଚାଲିଗଲା ଛାତ୍ରଙ୍କ ଜୀବନ, ସେହିଦିନ ଛୁଟି ସାରି…..

କଟକ,୧୭।୧୧: ବାଲିଯାତ୍ରାର ତୃତୀୟ ଦିନରେ ଏକ ବଡ଼ ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ଜଣେ +୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତସିଂହପୁର ଜୟବଡ଼ର...

କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ ବଢ଼ିଲା, ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ନିଷ୍ପତ୍ତି

କଟକ, ୧୭।୧୧: ବିବାଦ ପରେ ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ପରେ ଆଉ ଅଧ ଘଣ୍ଟା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri