ପୃଥିବୀରେ ଏହି ୩ ଟି ଜିନିଷ ସବୁଠୁ ମୂଲ୍ୟବାନ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଏକ ଶ୍ଳୋକରେ ପୃଥିବୀର ତିନୋଟି ମୂଲ୍ୟବାନ ରତ୍ନ ବିଷୟରେ କହିଛନ୍ତି। ସେ କହିଛନ୍ତି ଯେ, ହୀରା, ମୋତି, ଜମି ଏବଂ ସୁନା କେବଳ ଏକ ପଥର, ଯାହା ବିନା ଜଣେ ବଞ୍ଚିପାରିବ, କିନ୍ତୁ ସେହି ତିନୋଟି ମୂଲ୍ୟବାନ ରତ୍ନ ବିନା ମନୁଷ୍ୟର ଜୀବନ କଳ୍ପନା କରିବା ଅସମ୍ଭବ ଅଟେ। ତେବେ ଜାଣନ୍ତୁ ସେ ସମ୍ପର୍କରେ ….

ଏହି ଶ୍ଳୋକରେ ଚାଣକ୍ୟ କହିଛନ୍ତି ଯେ ହୀରା, ମୋତି, ଜମି, ସୁନା କେବଳ ପଥରର ଖଣ୍ଡ। ସେ କହିଛନ୍ତି ଯେ ଜଳ, ଶସ୍ୟ ଏବଂ ମଧୁର କଥା ପୃଥିବୀର ସମସ୍ତ ରତ୍ନଠାରୁ ମୂଲ୍ୟବାନ ରତ୍ନ ଅଟେ।

ଚାଣକ୍ୟ ଏହି ଶ୍ଳୋକରେ ଜଳ, ଖାଦ୍ୟ ଏବଂ ମଧୁର ବଚନ ବିଷୟରେ ବର୍ଣ୍ଣନା କରିଛନ୍ତି। ଜୀବନକୁ ଜଳ ଏବଂ ଖାଦ୍ୟ ରକ୍ଷା କରିବାରେ ସକ୍ଷମ ହୋଇଥାନ୍ତି। ଏହା ଶରୀରକୁ ପୋଷଣ ଯୋଗାଇ ଥାଏ।

ଏହା ବ୍ୟତୀତ, ସେ କହିଛନ୍ତି ଯେ, ମଧୁର ଶବ୍ଦ ଦ୍ୱାରା ଜଣେ ବ୍ୟକ୍ତି ଶତ୍ରୁକୁ ଜୟ କରି ନିଜର କରିପାରେ। ତେଣୁ, ଏହି ରତ୍ନ ଅତ୍ୟନ୍ତ ମୂଲ୍ୟବାନ ଅଟେ । ଚାଣକ୍ୟ କହିଛନ୍ତି ଯେ, ଯେଉଁମାନେ ଏହି ରତ୍ନ ଛାଡି ପଥର ପଛରେ ଦୌଡନ୍ତି, ସେମାନଙ୍କର ସମଗ୍ର ଜୀବନ ଦୁଃଖରେ କଟିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କିଡ୍‌ନୀ ଖରାପ ହେଲେ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରିଥାଏ। ତା’ ସହ ଅଦରକାରୀ...

ଜଳବାୟୁ ପରିବର୍ତ୍ତନ ପାଇଁ ପ୍ଲାଷ୍ଟିକ ପ୍ରଦୂଷଣ ଦାୟୀ

ଜଳବାୟୁ ପରିବର୍ତ୍ତନ ବର୍ତ୍ତମାନ ସମଗ୍ର ବିଶ୍ୱରେ ଏକ ପ୍ରମୁଖ ସମସ୍ୟା ଭାବରେ ଉଭା ହୋଇଛି। ଏହା ପଛରେ ତ ବିଭିନ୍ନ କାରଣ ରହିଛି। ତେବେ ଏଥିପାଇଁ...

ଦୀର୍ଘାୟୁ ପାଇଁ ଦିନଚର୍ଯ୍ୟା

ଆଧୁନିକ ଯୁଗରେ ମଣିଷ ଏକ ଯନ୍ତ୍ର ମାନବରେ ପରିଣତ ହୋଇଯାଇଛି କହିଲେ ଅତ୍ୟୁକ୍ତି ହେବନାହିଁ। ବସ୍ତୁବାଦୀ ଯୁଗରେ ମଣିଷର ନିଅଣ୍ଟ ପରିପୂର୍ଣ୍ଣ ହେଉନାହିଁ। ମୋବାଇଲ୍‌, ଟିଭି,...

ଓଜନ କମାଇବାର ଘରୋଇ ଉପାୟ…

ଫିଟ୍‌ ଆଣ୍ଡ ଫାଇନ୍‌ ରହିବାକୁ ହେଲେ ଶରୀରର ଓଜନକୁ ନିୟନ୍ତ୍ରଣରେ ରଖିବା ନିହାତି ଜରୁରୀ। ସେଥିପାଇଁ କିଏ କେତେ ଉପାୟ ଆପଣାଇଥାନ୍ତି। କିଛି ଲୋକ ଓଜନ...

ଘରେ ଝାଡ଼ୁକୁ ରଖୁଛନ୍ତି କି ଏମିତି ତେବେ ନିହାତି ଜାଣନ୍ତୁ…

ଝାଡ଼ୁ ଦ୍ବାରା ଘରକୁ କେବଳ ସଫା କରାଯାଏନି, ଐଶ୍ୱର୍ଯ୍ୟ ବୃଦ୍ଧିରେ ମଧ୍ୟ ଏହା ବେଶ୍‌ ସହାୟକ ହୋଇଥାଏ। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ଘରେ ଝାଡ଼ୁକୁ କିପରି ବ୍ୟବହାର...

୨୦୨୫ରେ ଏହି ୩ ରାଶି ବ୍ୟକ୍ତିଙ୍କର ଚମକିବ ଭାଗ୍ୟ

ନୂତନ ବର୍ଷ ୨୦୨୫ ଆରମ୍ଭ ହେବାକୁ ଯାଉଛି। ଏହି ବର୍ଷ କିଛି ରାଶିର ବ୍ୟକ୍ତିଙ୍କ ପାଇଁ ଅତ୍ୟନ୍ତ ଲାଭଦାୟକ ହେବାକୁ ଯାଉଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ,...

ଶୀତଦିନେ ସୁସ୍ଥ ରହିବାକୁ ଚାହୁଁଥିଲେ ଖାଆନ୍ତୁ ଏସବୁ…

ସାଧାରଣତଃ ଶୀତଦିନେ ପାଳଙ୍ଗ ଶାଗ, ମେଥିଶାଗ, ସୋରିଷ ଶାଗ ଓ ମୂଳା ଶାଗ ଅଧିକ ପରିମାଣରେ ମିଳିଥାଏ। ଏଥିରେ ଭିଟାମିନ୍‌-ଏ, ଭିଟାମିନ୍‌ ‘ସି’, ଭିଟାମିନ୍‌ ‘ଇ’,...

ଡାଇବେଟିସ୍‌ ସମସ୍ୟା ଥିଲେ…

ଯଦି ଆପଣ ଡାଇବେଟିସ୍‌ରେ ଆକ୍ରାନ୍ତ ତେବେ ପ୍ରଥମ କଥା ହେଲା ନିୟମିତ ସମୟ ଅନ୍ତରାଳରେ ରକ୍ତରେ ସୁଗାର ପରିମାଣ କେତେ ରହୁଛି ତାହା ମାପି ନିଅନ୍ତୁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri