Posted inଜାତୀୟ

ଜମ୍ମୁ-କଶ୍ମୀରରେ ଏହି ୫ ସଦସ୍ୟ ହେବେ ଅସଲ କିଙ୍ଗ ମେକର!

ଶ୍ରୀନଗର,୭।୧୦: ଜମ୍ମୁ-କଶ୍ମୀରରେ ଅଧିକାଂଶ ଏକଜିଟ ପୋଲ ଝୁଲା ବିଧାନସଭା ସମ୍ଭାବନାକୁ ସୂଚାଉଛି। ଏଭଳି ସ୍ଥିତିରେ ଜମ୍ମୁ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନାଙ୍କ ଦ୍ୱାରା ମନୋନୀତ ହୋଇଥିବା ୫ଜଣ ସଦସ୍ୟ କିଙ୍ଗ ମେକର ଭୂମିକାରେ ଉଭା ହେବେ ବୋଲି କୁହାଯାଉଛି। ଏହି କାରଣରୁ ଉପ ରାଜ୍ୟପାଳ ପ୍ରଶାସନ ଦ୍ୱାରା ପାଞ୍ଚ ଜଣ ସଦସ୍ୟଙ୍କୁ ମନୋନୀତ କରିବା ପ୍ରସ୍ତାବକୁ ନେଇ ବିବାଦ ଲାଗି ରହିଛି। କଂଗ୍ରେସ ଏବଂ ନ୍ୟାଶନାଲ କନଫରେନ୍ସ ଏହାକୁ ଖୋଲାଖୋଲି ବିରୋଧ କରୁଛନ୍ତି।
ଏହି ସଦସ୍ୟମାନେ ବିଧାନସଭାର ପ୍ରଥମ ବୈଠକ ପୂର୍ବରୁ ଲେଫ୍ଟନାଣ୍ଟ ଗଭର୍ଣ୍ଣରଙ୍କ ଦ୍ୱାରା ନିର୍ବାଚିତ ହେବେ। ଏଭଳି ପରିସ୍ଥିତିରେ ଏହି ମନୋନୀତ ସଦସ୍ୟମାନେ ମଧ୍ୟ ଟ୍ରଷ୍ଟ ଭୋଟ ରେ ଭୋଟ ଦେବାର ଅଧିକାର ପାଇବେ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଉପ ରାଜ୍ୟପାଳଙ୍କ ଦ୍ୱାରା ମନୋନୀତ ହେବାକୁ ଥିବା ୫ଜଣ ସଦସ୍ୟଙ୍କ ମଧ୍ୟରେ ଜଣେ ମହିଳା, ପିଓକେରୁ ଆସିଥିବା ଜଣେ ଶରଣାର୍ଥୀ, ୨ କଶ୍ମୀର ବିସ୍ଥାପିତ ଏବଂ ଅନ୍ୟ ଜଣେ ରହିବେ। ପ୍ରତ୍ୟେକ ବର୍ଗ ପାଇଁ ୫-୬ନାମ ପଠାଯାଇଛି।
ସୂଚନାନୁସାରେ, ଏଲଜି ଦ୍ୱାରା ମନୋନୀତ ହେବାକୁ ଥିବା ୫ଜଣ ସଦସ୍ୟଙ୍କ ପ୍ରକ୍ରିୟା ଆଜି ସ କିମ୍ବା ଆସନ୍ତାକାଲି ସୁଦ୍ଧା ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

“୬ ଘଣ୍ଟାରେ ଶ୍ରୀନଗର ଛାଡିଲେ ୩,୩୩୭ ପର୍ଯ୍ୟଟକ”: ଆତଙ୍କ ସୃଷ୍ଟି କଲେ ଆତଙ୍କବାଦୀ

ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କାଶ୍ମୀରର ପାହାଲଗାମରେ ଘଟିଥିବା ମର୍ମନ୍ତୁଦ ଆତଙ୍କବାଦୀ ଆକ୍ରମଣ ପରେ, କେନ୍ଦ୍ରୀୟ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାୟଡୁ ନିଶ୍ଚିତ...

Terror Attack: ହନିମୁନ ପାଇଁ ହିମାଂଶୀଙ୍କ ସହ ୟୁରୋପ ଯାଇଥାଆନ୍ତେ ନେଭି ଅଫିସର ବିନୟ, ହେଲେ ଭାଗ୍ୟରେ ଥିଲା…

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା Terror Attackରେ ମୃତକଙ୍କ ମଧ୍ୟରେ ଜଣେ ନୌସେନା ଅଧିକାରୀ ମଧ୍ୟ ଅଛନ୍ତି। ଲେଫ୍ଟନାଣ୍ଟ ବିନୟ ନରୱାଲ ମାତ୍ର ୮ ଦିନ...

ସ୍କୁଲ ଛୁଟି ପରେ ଘରକୁ ଫେରୁଥିବା ବେଳେ ଘଟିଲା ଦୁର୍ଘଟଣା, ୫ ଛାତ୍ରୀଛାତ୍ରଙ୍କ ସମେତ ୧୦ ଆହତ

ଛତ୍ରପୁର,୨୩।୪,(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଧିନ ଉଜଳେଶରୀ ମନ୍ଦିର ଜାତୀୟ ରାଜପଥ ନିକଟରେ ବୁଧବାର ଏକ ଦୁର୍ଘଟଣା ହୋଇଛି। ସ୍କୁଲ ଖରା ଛୁଟି ହୋଇଯିବା ପରେ...

କଶ୍ମୀର ପର୍ଯ୍ୟଟନକୁ ବଡ଼ ଧକ୍କା, କୋଟି କୋଟି ଟଙ୍କାର କ୍ଷତି ସହିବେ…

ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ଅନନ୍ତନାଗ ଜିଲାରେ ଥିବା ପହଲଗାମରେ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଯାହା କଶ୍ମୀରର ପର୍ଯ୍ୟଟନ ଶିଳ୍ପକୁ ଗଭୀର ଆଘାତ ଦେଇଛି।...

ପ୍ଲିଜ୍‌ ଗୁଳି କର ନାହିଁ… ସୈନିକଙ୍କୁ ଆତଙ୍କବାଦୀ ଭାବିଦେଲେ ଲୋକେ: ଭାଇରାଲ ହେଉଛି ହୃଦୟବିଦାରକ ଭିଡିଓ

ଶ୍ରୀନଗର,୨୩।୪: ଆତଙ୍କବାଦୀଙ୍କ ହୃଦୟ ନାହିଁ। ସେମାନେ ଯେକୌଣସି ବ୍ୟକ୍ତିଙ୍କ ଜୀବନ ନେଇପାରନ୍ତି। ଏକଥା ବହୁତ ଥର ଶୁଣିଥିବେ, କିନ୍ତୁ କଶ୍ମୀରର ପହଲଗାମରେ ପର୍ଯ୍ୟଟକମାନେ ଏହି ଭଳି...

ବେନିୟମ ବନ୍ଧୁକ ରଖିବା ଅଭିଯୋଗରେ ଆଉ ୨ ଗିରଫ

ଭଞ୍ଜନଗର,୨୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ବୁଧବାର ବେନିୟମ ବନ୍ଧୁକ ରଖିବା ଅଭିଯୋଗରେ ଆଉ ଏକ ସଫଳତା ମିଳିଛି। ମଙ୍ଗଳବାର ବେନିୟମ ଭାବେ ବନ୍ଧୁକ...

Pahalgam Attack: କ୍ୟାମେରାରେ ରେକର୍ଡ ହେଲା ଭୟଙ୍କର ଦୃଶ୍ୟ

ନୂଆଦିଲ୍ଲୀ,୨୩।୪: ଜମ୍ମୁ ଓ କଶ୍ମୀରର ପାହାଲଗାମରେ ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ଘଟିଛି। ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରି ଏହି ଆକ୍ରମଣ କରିଥିବା ଜଣାପଡିଛି। ଏହି...

ମୋଦିଙ୍କ ସହ ଏକାଠି ହେଲେ ଟ୍ରମ୍ପ-ପୁଟିନ୍‌, ପାକ୍‌ ଉପରେ ହେବ ବଡ଼ ଏୟାରଷ୍ଟ୍ରାଇକ୍‌!

ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ହୋଇଛି। ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ ପରେ, ତଦନ୍ତ ଏଜେନ୍ସିଗୁଡ଼ିକ ତଦନ୍ତ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image