ବିନା ଅଡିଶନରେ ଆଗଧାଡ଼ିର ଏହି ଅଭିନେତ୍ରୀମାନେ ଫିଲ୍ମରେ କରିଥିଲେ ଏଣ୍ଟ୍ରି, ଜାଣନ୍ତୁ କେମିତି…

ମୁମ୍ବାଇ: ବଲିଉଡ୍‌ର ଆଗଧାଡ଼ିର କିଛି ଅଭିନେତ୍ରୀ ବିନା ଅଡିଶନରେ ଫିଲ୍ମରେ ଏଣ୍ଟ୍ରି କରିଛନ୍ତି। ଯେଉଁମାନେ ଆଜି ଜଣେ ଜଣେ ସଫଳ ଅଭିନେତ୍ରୀ ଭାବରେ ଇଣ୍ଡଷ୍ଟ୍ରିରେ ନାଁ ବି କମାଇଛନ୍ତି। ଜାଣନ୍ତୁ ଏହି ଅଭିନେତ୍ରୀମାନଙ୍କ ସମ୍ପର୍କରେ…

ଐଶ୍ୱର୍ଯ୍ୟା ରାୟ:

Makeup Trends Aishwarya Rai Popularised In The Nineties With Her Onscreen Beauty Looks

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଫିଲ୍ମ ପାଇଁ ଅଡିଶନ ଦେଇନାହାନ୍ତି। ସେ ତାଙ୍କ ମଡେଲିଂ ଯୋଗୁ ଫିଲ୍ମର ଅଫର ପାଇଥିଲେ।

ଦୀପିକା ପାଦୁକୋନ:

Deepika Padukone Health Update: Deepika Padukone rushed to Hyderabad  hospital after increased heart rate, resumes shoot after treatment - The  Economic Times

ଦୀପିକା ଫିଲ୍ମ ‘ଓମ୍‌ ଶାନ୍ତି ଓମ୍‌’ରୁ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। କିନ୍ତୁ ଏଥିପାଇଁ ସେ କୌଣସି ଅଡିଶନ ଦେଇନାହାନ୍ତି।

କାଜଲ:

Kajol reveals the reason why she gained 8 kilos in 2 months after her  marriage with Ajay Devgn | Hindi Movie News - Times of India

ଡେବ୍ୟୁ ଫିଲ୍ମ ‘ବେଖୁଦି’ରେ କାଜଲଙ୍କ ଅଭିନୟ ନିର୍ଦ୍ଦେଶକଙ୍କୁ ବେଶ୍‌ ପସନ୍ଦ ଆସିଥିଲା। ଏହା ପରେ ତାଙ୍କ ନିକଟରୁ ଫିଲ୍ମର ଅଫର ଛୁଟିଥିଲା।

ପ୍ରିୟଙ୍କା ଚୋପ୍ରା:

Priyanka Chopra opens up about her Hollywood struggle, 'Been 10 years and I  have just about...'

ପ୍ରିୟଙ୍କା ମଧ୍ୟ ଫିଲ୍ମ ପାଇଁ କୌଣସି ଅଡିଶନ ଦେଇନାହାନ୍ତି। ସେ ତାଙ୍କର ସୌନ୍ଦର୍ଯ୍ୟ ଏବଂ ମଡେଲିଂ ପାଇଁ ନିର୍ଦ୍ଦେଶକଙ୍କ ନିକଟରୁ ଡେବ୍ୟୁ ଫିଲ୍ମ ଅଫର ପାଇଥିଲେ। ସେହିପରି କରୀନା କପୁର, କ୍ୟାଟ୍ରିନା କୈଫ୍‌ ମଧ୍ୟ ଅଡିଶନ ନ ଦେଇ ଫିଲ୍ମରେ ଡେବ୍ୟୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ...

ଆମି ପୁରସ୍କାର ଘୋଷଣା: ଏହି ଫିଲ୍ମକୁ ମିଳିଲା ୧୪ ପୁରସ୍କାର

ଲସ ଆଞ୍ଜେଲ୍ସର ପିକକ୍‌ ଥିଏଟରରେ ୭୬ତମ ପ୍ରାଇମଟାଇମ ଆମି ପୁରସ୍କାର ଆୟୋଜିତ ହୋଇଛି। ମନୋରଞ୍ଜନ ଜଗତର ସବୁଠାରୁ ସମ୍ମାନଜନକ ପୁରସ୍କାର ସମାରୋହରେ ଏଥର ଫିଲ୍ମ ‘ଶୋଗୁନ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri