Posted inଖେଳ

ଟିମ୍‌ ଇଣ୍ଡିଆକୁ ଏହି କୋଚ୍‌ ଦେଇଥିଲେ ଶାରୀରିକ ସମ୍ପର୍କ ରଖିବାକୁ ପରାମର୍ଶ, ବଡ଼ ଖୁଲାସା

ନୂଆଦିଲ୍ଲୀ,୧୨।୯: ଆଶ୍ଚର୍ଯ୍ୟଜନକ ଲାଗୁଛି ଯେ, ବିଶ୍ୱକପ ପରି ଏକ ବଡ଼ ଟୁର୍ନାମେଣ୍ଟରେ ଦଳର କୋଚ୍‌ ଖେଳାଳିମାନଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ପରାମର୍ଶ ଦେଉଥିଲେ। ଏପରି ଘଟଣା ଘଟିଛି ଟିମ୍‌ ଇଣ୍ଡିଆରେ ଯାହା ଏବେ ଖୁଲାସା ହୋଇଛି। ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ ଏହି ପରାମର୍ଶ ଦେଇଥିବା କୋଚ ନିଜେ ଏହାର ଖୁଲାସା କରିଛନ୍ତି। ଦଳର ପୂର୍ବତନ କୋଚ ଏକ ଆଲୋଚନାରେ ଯୋଗଦେଇ ଏପରି ପରାମର୍ଶର ନିଜେ ଖୁଲାସା କରିଛନ୍ତି। ସେ ଖେଳାଳିମାନଙ୍କୁ ମ୍ୟାଚ ପୂର୍ବରୁ ସେକ୍ସ କରିବାକୁ ପରାମର୍ଶ ଦେଉଥିଲେ।

୨୦୧୧ରେ ମହେନ୍ଦ୍ର ସିଂ ଧୋନିଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ ଓ୍ବାନଡେ ବିଶ୍ୱକପ ଟାଇଟଲ ଜିତିଥିଲା। ସେହି ସମୟରେ ଟିମ ଇଣ୍ଡିଆର ମେଣ୍ଟାଲ କଣ୍ଡିସନିଂ କୋଚ ପ୍ୟାଡି ଅପ୍ଟନ ଥିଲେ। ରିପୋର୍ଟ ଅନୁଯାୟୀ, ପ୍ୟାଡି ଅପଟନ ତାଙ୍କ ପୁସ୍ତକ ଦି ବେଆରଫୁଟ୍‌ କୋଚ’ରେ ପ୍ରକାଶ କରିଛନ୍ତି ଯେ, ୨୦୧୧ ଦିନିକିଆ ବିଶ୍ୱକପ ସମୟରେ ସେ ଭାରତୀୟ ଖେଳାଳିଙ୍କୁ ମ୍ୟାଚ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବାକୁ ପରାମର୍ଶ ଦେଇଥିଲେ। ତେବେ ତାଙ୍କ ପରାମର୍ଶରେ ମୁଖ୍ୟ ପ୍ରଶିକ୍ଷକ ଗ୍ୟାରି କିର୍ଷ୍ଟେନ ରାଗି ଯାଇଥିଲେ। ପରେ ଅପ୍ଟନ ଗ୍ୟାରିଙ୍କୁ କ୍ଷମା ମାଗିବାକୁ ପଡିଲା


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପୁଣି ମୁହାଁମୁହିଁ ହେଲେ କୋହଲି-ଗମ୍ଭୀର: ଦେଖନ୍ତୁ ଟ୍ରେଲର୍‌…

ନୂଆଦିଲ୍ଲୀ,୧୮।୯: ଭାରତୀୟ ଦଳର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ଙ୍କ ମଧ୍ୟରୁ ବିରାଟ କୋହଲି ଅନ୍ୟତମ। ଗୌତମ ଗମ୍ଭୀର ଟିମ ଇଣ୍ଡିଆର ମୁଖ୍ୟ କୋଚ ଦାୟିତ୍ୱ ତୁଲାଉଛନ୍ତି। ଟିମ ଇଣ୍ଡିଆରେ...

ତେଜସ୍ବୀଙ୍କ ଅଧିନାୟିକତ୍ୱରେ ଖେଳିଛନ୍ତି ବିରାଟ କୋହଲି, ଓଡ଼ିଶା ବିପକ୍ଷରେ…ଜାଣନ୍ତୁ

ନୂଆଦିଲ୍ଲୀ,୧୮।୯: ଭାରତୀୟ ରାଜନେତା ତେଜସ୍ବୀ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି , ଟିମ ଇଣ୍ଡିଆର ବର୍ତ୍ତମାନର ଭେଟେରାନ ବ୍ୟାଟ୍ସମ୍ୟାନ ବିରାଟ କୋହଲି...

ଚାଇନାକୁ ହରାଇ ଭାରତ ଏସିଆ ଚାମ୍ପିୟନ

ନୂଆଦିଲ୍ଲୀ,୧୭।୯: ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି ପଞ୍ଚମ ଥର ଲାଗି ଏସିଆ ଚାମ୍ପିୟନ ହୋଇଛି। ଫାଇନାଲ...

ନୀରଜଙ୍କ ପାଇଁ ହୃଦୟର କଥା କହିଦେଲେ ମନୁ ଭାକର: ମୁଁ ତୁମର…

ନୂଆଦିଲ୍ଲୀ,୧୬।୯: ବ୍ରସେଲ୍ସରେ ଅନୁଷ୍ଠିତ ଡାଏମଣ୍ଡ ଲିଗ୍‌ ଫାଇନାଲରେ ଭାରତର ତାରକା ଜାଭେଲିନ ଖୋଳାଳି ନୀରଜ ଚୋପ୍ରା ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ସେ ଏକ ସେଣ୍ଟିମିଟର...

ଟ୍ରକ୍‌ ଡ୍ରାଇଭରଙ୍କ କଲର୍‌ ଧରିଦେଇଥିଲେ ଗୌତମ ଗମ୍ଭୀର: ବଡ଼ ଖୁଲାସା କଲେ ଆକାଶ ଚୋପ୍ରା

ନୂଆଦିଲ୍ଲୀ,୧୬।୯: ଟ୍ରକ ଡ୍ରାଇଭରଙ୍କ ସହ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ଲଢେଇର ଏକ ମଜାଳିଆ କାହାଣୀ ପୂର୍ବତନ ଭାରତୀୟ କ୍ରିକେଟର ଆକାଶ ଚୋପ୍ରା ବର୍ଣ୍ଣନା...

ଭଙ୍ଗା ହାତରେ ବ୍ରୁସେଲ୍ ଡାଇମଣ୍ଡ ଲିଗ୍ ଖେଳିଲେ ନୀରଜ, କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୫।୯: ଭାରତର ତାରକା ଜାଭେଲିନ୍ ଫିଙ୍ଗାଳି ନୀରାଜ ଚୋପ୍ରା ପୁଣି ଆହତ ହୋଇଛନ୍ତି। ବ୍ରୁସେଲ୍ ଡାଇମଣ୍ଡ ଲିଗରେ ଲଗାତାର ଦ୍ୱିତୀୟ ଥର ପାଇଁ ରନର୍ସ ଅପ୍...

ସାଫ୍‌ରେ ଓଡ଼ିଆ କ୍ରୀଡ଼ାବିତ୍‌ଙ୍କ ଚମକ

ଭୁବନେଶ୍ୱର, ୧୫।୯ (ତପନ ସ୍ବାଇଁ): ଚେନ୍ନାଇରେ ଶେଷ ହୋଇଥିବା ଜୁନିୟର ଦକ୍ଷିଣ ଏସୀୟ ଆଥ୍‌ଲେଟିକ୍ସ ଫେଡେରେଶନ୍‌ (ସାଫ୍‌) ଚାମ୍ପିୟନଶିପ୍‌ରେ ଭାରତ ଭଲ ପ୍ରଦର୍ଶନ କରିଛି। ମୋଟ...

ପାକିସ୍ତାନକୁ ହରାଇ ସେମିରେ ଭାରତ

ହୁଲୁନବୁଇର (ଚାଇନା), ୧୪।୯: ଏସିଆନ ପୁରୁଷ ଚାମ୍ପିୟନ୍ସ ଟ୍ରଫି ହକିରେ ଭାରତ କ୍ରମାଗତ ଚମତ୍କାର ପ୍ରଦର୍ଶନ କରିଆସୁଛି। ଶନିବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୨-୧ ଗୋଲ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri