Posted inଖେଳ

ବିଶ୍ୱକପ୍‌ ପାଇଁ ଅବସର ନିଷ୍ପତ୍ତି ବଦଳାଇ ପାରନ୍ତି ଏହି କ୍ରିକେଟର୍‌

ଲଣ୍ଡନ,୧୫।୮: ଗତ ବର୍ଷ ଇଂଲଣ୍ଡ ଟେଷ୍ଟ ଦଳର ଅଧିନାୟକ ବେନ ଷ୍ଟୋକ୍ସ ଦିନିକିଆ ଫର୍ମାଟକୁ ବିଦାୟ ନେଇଥିଲେ। କିନ୍ତୁ ବର୍ତ୍ତମାନ ସେ ତାଙ୍କ ନିଷ୍ପତ୍ତି ସହିତ ୟୁଟର୍ନ ନେବେ ବୋଲି ଚର୍ଚ୍ଚା ହେଉଛି। ଚଳିତ ବର୍ଷ ଦିନିକିଆ ବିଶ୍ୱକପ ଭାରତୀୟ ମାଟିରେ ଖେଳାଯିବ। ବିଶ୍ୱକପରେ ଇଂଲଣ୍ଡ ଜର୍ସିରେ ବେନ ଷ୍ଟୋକ୍ସଙ୍କୁ ଦେଖିବାକୁ ମିଳିଥାଏ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ବେନ ଷ୍ଟୋକ୍ସ ବିଶ୍ୱକପ୍ରେ ଖେଳିବାକୁ ଅବସର ନେଇଥିବା ନିଷ୍ପତ୍ତିରୁ ୟୁ-ଟର୍ନ ନେବା ମୁଡ୍‌ରେ ଅଛନ୍ତି।
ବେନ ଷ୍ଟୋକ୍ସ ବିଶ୍ୱକପ୍‌ ଖେଳିବାକୁ ପ୍ରସ୍ତୁତ ଅଛନ୍ତି। ବେନ ଷ୍ଟୋକ୍ସଙ୍କ ପ୍ରତ୍ୟାବର୍ତ୍ତନ ଇଂଲଣ୍ଡ ପ୍ରଶଂସକଙ୍କ ପାଇଁ ଏକ ଭଲ ଖବର, କିନ୍ତୁ ଆଇପିଏଲ ଦଳ ଚେନ୍ନାଇ ସୁପର କିଙ୍ଗ୍ସ ଏକ ବଡ଼ ଝଟକା। ଟି-୨୦ ବିଶ୍ୱକପ ୨୦୨୪ରେ ଖେଳିବା ପାଇଁ ବେନ ଷ୍ଟୋକ୍ସ ଆଇପିଏଲରେ ଖେଳିବେ ନାହିଁ। ଯଦି ବେନ ଷ୍ଟୋକ୍ସ ଆଇପିଏଲରେ ଖେଳିବେ ନାହିଁ, ତେବେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଏହା ଏକ ବଡ ଝଟକା ହେବ। ଆଇପିଏଲ ୨୦୨୩ ନିଲାମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପୁଳ ପରିମାଣର ଖର୍ଚ୍ଚ କରି ସେମାନଙ୍କ ଦଳରେ ବେନ ଷ୍ଟୋକ୍ସଙ୍କୁ ସାମିଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସ୍ମିଥଙ୍କ ଶତକ:ଅଷ୍ଟ୍ରେଲିଆ ୪୭୪ ରନ୍‌ରେ ଅଲଆଉଟ୍‌

ମେଲବୋର୍ନ,୨୭।୧୨:ମେଲବୋର୍ନ ଟେଷ୍ଟର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୪୭୦ ରନ ସଂଗ୍ରହ କରିଛି। ଦ୍ୱିତୀୟ ଦିନରେ ଅଷ୍ଟ୍ରେଲିଆ ଦଳ ୩୧୧ ସ୍କୋର ସହ ଇନିଂସ ଅଗ୍ରଗତି କରିବା...

କଳା ବ୍ୟାଣ୍ଡ୍‌ ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ଭାରତୀୟ ଖେଳାଳି: ଜାଣନ୍ତୁ କାହିଁକି

ମେଲବୋର୍ନ,୨୭।୧୨: ବର୍ଡର-ଗାଭାସ୍କର ଟ୍ରଫି ୨୦୨୫-୨୫ର ଚତୁର୍ଥ ଟେଷ୍ଟ ମ୍ୟାଚ ଜାନୁଆରୀ ୨୬ରୁ ଖେଳାଯାଉଛି। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଏହି ଟେଷ୍ଟ ମ୍ୟାଚ ଖେଳାଯାଉଛି। ଅଷ୍ଟ୍ରେଲିଆ ଦଳ...

ସମସ୍ତଙ୍କ ସାମ୍ନାରେ ନିଜର ଭୁଲ ସ୍ବୀକାର କଲେ କୋହଲି, କହିଲେ-ହଁ, ମୁଁ…

ନୂଆଦିଲ୍ଲୀ,୨୬।୧୨: ବର୍ଡର-ଗାଭାସ୍କର ଟ୍ରଫିରେ କ୍ରିକେଟର ବିରାଟ କୋହଲିଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ ପର୍ଥ ଟେଷ୍ଟରେ ଶତକ ଲଗାଇଥିଲେ ହେଁ ଆଗାମୀ ୩...

ପ୍ରଥମ ଦିନରେ ଅଷ୍ଟ୍ରେଲିଆର ଆଧିପତ୍ୟ ଜାରି: ୪ ବ୍ୟାଟ୍ସମ୍ୟାନ୍‌ ହାସଲ କଲେ ଅର୍ଦ୍ଧଶତକ

ମେଲବୋର୍ନ,୨୬।୧୨: ମେଲବୋର୍ନରେ ଖେଳାଯାଉଥିବା ବକ୍ସିଂ ଡେ ଟେଷ୍ଟର ପ୍ରଥମ ଦିନ ଆୟୋଜକ ଅଷ୍ଟ୍ରେଲିଆ ନାମରେ ହୋଇଥିଲା। ପାଞ୍ଚ ମ୍ୟାଚ ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚରେ ୧୯...

ଏହି କାମ ପାଇଁ କୋହଲିଙ୍କ ଉପରେ ଲାଗିଲା ଜୋରିମନା

ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ଟେଷ୍ଟରେ ବିରାଟ କୋହଲି ପ୍ରଥମ ଅଧିବେଶନରେ ସାମ କନଷ୍ଟାସଙ୍କ ସହ ମୁହାଁମୁହିଁ ହୋଇଥିଲେ। ପଡ଼ିଆରେ ଝଗଡା...

୧,୧୧୨ ଦିନ ପରେ ଭାଙ୍ଗିଲା ରେକର୍ଡ: ବୁମ୍‌ରାଙ୍କ ମୁଣ୍ଡବିନ୍ଧା ବଢାଇଲେ ୧୯ ବର୍ଷୀୟ ବ୍ୟାଟ୍ସମ୍ୟାନ୍‌

ମେଲବୋର୍ନ,୨୬।୧୨: ଡିସେମ୍ବର ୨୬ରୁ ବକ୍ସିଂ ଡେ ଟେଷ୍ଟ ଆରମ୍ଭ ହୋଇଛି। ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ଏହା ହେଉଛି ଚତୁର୍ଥ ଟେଷ୍ଟ ମ୍ୟାଚ। ଭାରତ ଏବଂ ଅଷ୍ଟ୍ରେଲିଆ...

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଜାଣନ୍ତୁ ଏହା ପଛର ଇତିହାସ

ମେଲବୋର୍ନ, ୨୬।୧୨: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଆଜିଠାରୁ ଆରମ୍ଭ ହୋଇଛିଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌...

ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ: ଅଷ୍ଟ୍ରେଲିଆର ଦମ୍‌ଦାର ଆରମ୍ଭ

ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ ହୋଇଛି। ଚତୁର୍ଥ ଟେଷ୍ଟରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ପ୍ରଥମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri