Posted inVideo

This is where cyclone Bulbul will make landfall । କେଉଁଠି ଲ୍ୟାଣ୍ଡଫଲ କରିବ ବୁଲବୁଲ୍

Featured Video Play Icon

Cyclone Bulbul will make landfall between Sagar Islands (West Bengal) and Khepupara (Bangladesh), across the Sunderban delta during the early hours of November 10 as a severe cyclonic storm with maximum sustained wind speed of 110-120 kmph gusting to 135 kmph. Several districts of coastal Odisha including Puri, Jagatsinghpur, Kendrapara, Bhadrak and Balasore are expected to receive intense rainfall and heavy winds. Two teams of ODRAF and one of the NDRF are on standby in each of these districts, while adequate fire services personnel have also been deployed.

ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟଭାଗରେ ସ୍ଥଳଭାଗ ଛୁଇଁବ ସାମୁଦ୍ରିକ ଝଡ ବୁଲବୁଲ । ୧୦ ତାରିଖ ସକାଳୁ ପଶ୍ଚିମବଙ୍ଗର ଓ ବାଂଲାଦେଶର ଖେପୁପରା ମଧ୍ୟରେ ସୁନ୍ଦରବନରେ ସ୍ଥଳଭାଗ ଛୁଇଁବ । କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଜିଲାରେ ପବନ ହେବ ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ପ୍ରଭାବିତ ହେବାକୁ ଥିବା ୯ଟି ଜିଲାର ପ୍ରଶାସନ ସଜାଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri