Posted inVideo

This is why people are protesting against CAA | ‘CAA’କୁ କାହିଁକି ବିରୋଧ

Featured Video Play Icon

Northeastern states of the country started protests after the Citizenship (Amendment) Bill 2019 was tabled in Lok Sabha. After the bill was cleared by both houses of the Parliament and got President’s nod becoming Citizenship (Amendment) Act 2019 (CAA), several other states and students of universities have joined the protests for reasons of their own. Here we explain what CAA is and why people are protesting against it.

ଯେବେଠୁ ନାଗରିକତ୍ବ ସଂଶୋଧନ ଆଇନ (ସିଏଏ) ଆସିଛି ସେବେଠୁ ଏହାକୁ ନେଇ ଉତ୍ତରପୂର୍ବାଞ୍ଚାଳ ସମେତ ପଶ୍ଚିମବଙ୍ଗ ଭଳି ରାଜ୍ୟରେ ବିରୋଧ ଓ ବିକ୍ଷୋଭ କରାଯାଉଛି । କିଛିକିଛି ସ୍ଥାନରେ ଟ୍ରେନ ଓ ବିମାନ ବାତିଲ ହୋଇଥିବା ବେଳେ ,କିଛି ସ୍ଥାନରେ ୧୪୪ ଧାରା ଜାରି ହୋଇଛି । ତେବେ ଏହି ‘ସିଏଏ’ କଣ ? କାହିଁକି ଏହାକୁ ବିରୋଧ କରାଯାଉଛି ?


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri