Posted inଜାତୀୟ

ଏହି ନେତାଙ୍କୁ ବିରୋଧୀ ଦଳର ନେତା ବାଛିଲେ ଅଖିଳେଶ

ଲକ୍ଷ୍ନୌ,୨୮ା୭: ଉତ୍ତରପ୍ରଦେଶ ବିଧାନସଭାରେ ବିରୋଧୀ ଦଳର ନେତା କିଏ ହେବେ ସେନେଇ ଉତ୍ତରପ୍ରଦେଶ ରାଜନୀତିରେ ଦୀର୍ଘଦିନ ଧରି ଚାଲିଥିବା ଆଲୋଚନା ଶେଷ ହୋଇଛି। ବିଧାନସଭାରେ ବିରୋଧୀ ଦଳର ନେତା ଭାବରେ ସମାଜବାଦୀ ପାର୍ଟି ଦ୍ୱାରା ପ୍ରସାଦ ପାଣ୍ଡେଙ୍କ ନାମ ଅନୁମୋଦନ ହୋଇଛି। ଏକ ଚିଠି ଜାରି କରି ଏହା ଘୋଷଣା କରିଛନ୍ତି। ପ୍ରସାଦ ମଧ୍ୟ ଅଖିଳେଶ ସରକାରରେ ବିଧାନସଭା ବାଚସ୍ପତି ହୋଇଛନ୍ତି। ଏହା ସହିତ ସମାଜବାଦୀ ପାର୍ଟି ବିଧାନସଭାରେ ଅଧ୍ୟକ୍ଷ ବୋର୍ଡର ଦାୟିତ୍ୱ ମେହବୁବ ଅଲି, କମଲ ଅଖତରଙ୍କୁ ମୁଖ୍ୟ ସଚେତକ ଏବଂ ରାକେଶ କୁମାର ଓରଫ ଆର.କେ ବର୍ମାଙ୍କୁ ଉପସଚେତକ ଭାବେ ଦାୟିତ୍ୱ ଦେଇଛନ୍ତି।

ସମସ୍ତ କଳ୍ପନାଜଳ୍ପନାର ପ୍ରତିବାଦରେ ଅଖିଳେଶ  ପ୍ରସାଦଙ୍କୁ ବିରୋଧୀ ଦଳର ନେତା ଭାବେ ଚୟନ କରିଛନ୍ତି। ଏହା ସହିତ ସେ ଇନ୍ଦ୍ରଜିତ ସରୋଜଙ୍କ ନାମ ମଧ୍ୟ ଏହି ତାଲିକାରେ ଥିଲା, ଯଦିଓ ସେ ତାଙ୍କ ବିବୃତ୍ତିରେ ସ୍ପଷ୍ଟ କରିଛନ୍ତି ଯେ ମୁଁ ଉତ୍ତରପ୍ରଦେଶ ବିଧାନସଭାରେ ବିରୋଧୀଦଳର ନେତାଙ୍କ ଦୌଡ଼ରେ ନାହିଁ, ଯାହା ରାଷ୍ଟ୍ରୀୟ ଅଧ୍ୟକ୍ଷ ବାଛିବେ ତାହା ହିଁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହେମନ୍ତ ସୋରେନଙ୍କ ସଙ୍ଗିନ ଅଭିଯୋଗ, କହିଲେ ସମସ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ ମିଶି ମୋତେ …

ରାଞ୍ଚି,୧୯।୯: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗୁରୁବାର ଭାଜପା ଏବଂ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ‘ଆପକି ସରକାର ଆପକେ ଦ୍ୱାର’ କାର୍ଯ୍ୟକ୍ରମ ଅନ୍ତର୍ଗତ ଗରୱା...

ସିଟ ଶେୟାରିଂକୁ ନେଇ କଂଗ୍ରେସ-ଶରଦ ପାଓ୍ବାରଙ୍କ ଟେନଶନ ବଢାଇଲେ ଉଦ୍ଧବ!

ମୁମ୍ବାଇ,୧୯।୯: ମହାରାଷ୍ଟ୍ରରେ ମହାବିିକାଶ ଆଘାଡି ମଧ୍ୟରେ ସିଟ ଶେୟାରିଂ ପ୍ରସଙ୍ଗ ଜଟିଳ ହେବାରେ ଲାଗିଛି। ଏମଭିଏର ସିଟ ଶେୟାରିଂ ଏତେ ସହଜରେ ଶେଷ ହେବା ପରି...

ହୋଇଗଲା ସ୍ପଷ୍ଟ… କ’ଣ ହେବ କେଜରିଓ୍ବାଲଙ୍କ ପରବର୍ତ୍ତି ପଦକ୍ଷେପ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଅରବିନ୍ଦ କେଜରିିୱାଲ ପରବର୍ତ୍ତୀ ସମୟରେ କ’ଣ କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଛି। ଘଟଣା...

ରିପୋର୍ଟରୁ ହେଲା ନିଶ୍ଚିତ: ତିରୁପତି ମନ୍ଦିର ପ୍ରାସାଦରେ ହେଉଛି ଗୋରୁ ମାଂସ, ମାଛ ତେଲ ବ୍ୟବହାରର

ତିରୁପତି,୧୯।୯: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ତିରୁପତି ମନ୍ଦିର ପ୍ରାସାଦରେ ଘିଅ ବଦଳରେ ପଶୁ ଚର୍ବି ମିଶ୍ରଣ କରିଥିବା ଅଭିଯୋଗ କରିଛନ୍ତି। ଏହା ପରେ ନମୁନା...

ଅଜିତ ଡୋଭାଲ ହାଜିର ହୋ…ଭାରତୀୟ ‘ଜେମ୍ସ ବଣ୍ଡ’ଙ୍କ ବିରୋଧରେ କେଉଁ କୋର୍ଟ ଜାରି କଲା ସମନ?

ନୂଆଦିଲ୍ଲୀ,୧୯।୯: ନ୍ୟୁୟର୍କର ଦକ୍ଷିଣ ଜିଲାର ଆମେରିକାର ଜିଲା କୋର୍ଟ ଭାରତ ସରକାରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ପୂର୍ବତନ ର ମୁଖ୍ୟ ସାମନ୍ତ ଗୋୟଲଙ୍କୁ...

କୋଲକାତା ବଳାତ୍କାର-ହତ୍ୟା ଘଟଣାର ଆଉ ଏକ ନୂଆ ତଥ୍ୟ ଆସିଲା ସାମ୍ନାକୁ! ଦୁଇ ଦିନ ପର୍ଯ୍ୟନ୍ତ ଜବତ ହୋଇ ନ ଥିଲା…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଏବଂ ପରେ ହତ୍ୟା ମାମଲାରେ ପ୍ରତିଦିନ ନୂଆ ନୂଆ ନୂଆ...

ରାହୁଲଙ୍କୁ କାହିଁକି ଭାଇରସ ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ୨୫ସେପ୍ଟେମ୍ବର ୨୦୨୪ରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୟ ଶେରାୱାଲି କହି ରାଲିରେ ନିଜର...

ପାକିସ୍ତାନ ଉପରେ ବର୍ଷିଲେ ମୋଦି କହିଲେ, ଜମ୍ମୁ-କଶ୍ମୀରେ ଲାଗୁ ହେବାକୁ ଦେବୁ ନାହିଁ…

ନୂଆଦିଲ୍ଲୀ,୧୯।୯: ଜମ୍ମୁ କଶ୍ମୀରରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିବାବେଳେ ପ୍ରଧାନମନ୍ତ୍ରି ମୋଦି କଂଗ୍ରେସ, ନାଶନାଲ କନଫରେନ୍ସ ଏବଂ ପିଡିପି ଉପରେ ଖୁବ ବର୍ଷିଛନ୍ତି। ପାକିସ୍ତାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri