Posted inଜାତୀୟ

ଏହି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌

ନୂଆଦିଲ୍ଲୀ,୧୧।୪: ଭାଜପା ଗୁରୁବାର ୧୧ତମ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ମାତ୍ର ଜଣଙ୍କର ନାଁ ରହିଛି। ଉତ୍ତରପ୍ରଦେଶର ଭଦୋହି ଆସନରୁ ଭାଜପା ଏହି ପ୍ରାର୍ଥୀ ଘୋଷଣା କରିଛି। ଡକ୍ଟର ବିନୋଦ କୁମାର ବିନ୍ଦ ଭଦୋହିରୁ ପ୍ରାର୍ଥୀ ହୋଇଛନ୍ତି। ବିନ୍ଦ ବର୍ତ୍ତମାନ ମିର୍ଜାପୁର ଜିଲାର ମଜୱାନ ବିଧାନସଭା ଆସନରୁ ନିଶାଦ ପାର୍ଟିର ବିଧାୟକ। ଚଳିତ ନିର୍ବାଚନରେ ନିଶାଦ ପାର୍ଟି ଭାଜପା ସହ ମେଣ୍ଟ କରିଛି।
ବିନ୍ଦ ବୃତ୍ତି ଅନୁଯାୟୀ ଜଣେ ଡାକ୍ତର ଏବଂ ତାଙ୍କର ନିଜସ୍ବ ଡାକ୍ତରଖାନା ମଧ୍ୟ ଅଛି। ଭଦୋହିରେ ଟିଏମସି ଟିକେଟରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଲଲିତେଶପତି ତ୍ରିପାଠୀଙ୍କୁ ଭେଟିବ। ଲଲିତେଶ ଏସପି-କଂଗ୍ରେସ ମିଳିତ ମେଣ୍ଟର ପ୍ରାର୍ଥୀ। ଏସପି ଏହି ଆସନ ଟିଏମସିକୁ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂସାରର ବିଜ୍ଞାନ ତତ୍ତ୍ୱ

ମେ ଆମ ଚାରିପାଖରେ ଯେଉଁସବୁ ଘଟଣା ଦେଖୁଛେ ତାହା ସବୁ ବିଜ୍ଞାନର କିଛି ମୌଳିକ ନିୟମ ଅନୁସାରେ ଘଟିଥାଏ । ସୂର୍ଯ୍ୟଙ୍କ ଉଦୟ ଏବଂ ଅସ୍ତ...

କେହି କାହାରିକୁ ଶିଖାନ୍ତି ନାହିଁ

ଗୁରୁ ଟିକିଏ ନିଶ୍ଚୁପ ହୋଇ ନବାଗତଙ୍କ ଆଡ଼େ ଦୃଷ୍ଟିପାତ କରୁଥିଲେ। କିଛିକ୍ଷଣ ପରେ ନୀରବତା ଭଙ୍ଗ କରି ଗୁରୁ କହିଲେ- ବତ୍ସ! ତୁମେ ମୋ ପାଖକୁ...

ବାଣିଜ୍ୟ ବ୍ୟବସ୍ଥାର ପୁନର୍ଗଠନ ଲୋଡ଼ା

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏପ୍ରିଲ ପ୍ରାରମ୍ଭରେ ଅତ୍ୟଧିକ ଟାରିଫ ବୃଦ୍ଧି କରିଥିଲେ। ଏହା ବାଣିଜ୍ୟ ଯୁଦ୍ଧକୁ ତୀବ୍ର କରିଥିଲା, ଯାହାକୁ ସେ ‘ଲିବରେଶନ ଡେ’...

ପାକିସ୍ତାନ ସହ ଖେଳିବ ନାହିଁ କି ଭାରତ: ପହଲଗାମ ଆକ୍ରମଣ ପରେ ICCକୁ ଚିଠି ଲେଖିଲା BCCI

ନୂଆଦିଲ୍ଲୀ,୨୫।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତୀୟ କ୍ରିକେଟ ଦଳ ଆଉ ପାକିସ୍ତାନ ସହିତ କୌଣସି ଦ୍ୱିପାକ୍ଷିକ ସିରିଜ ଖେଳିବ ନାହିଁ। ଉଭୟ ଦଳ...

ପହଲଗାମ ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀଙ୍କ ଘର ଉଡ଼ାଇ ଦେଲେ ସୁରକ୍ଷା ବାହିନୀ

ଶ୍ରୀନଗର,୨୫।୪: ପହଲଗାମ ଆକ୍ରମଣ ପରେ ଭାରତୀୟ ସେନା ସର୍ଚ୍ଚ ଅପରେଶନକୁ ଜୋରଦାର କରିଛି। ଏନଆଇଏ ମଧ୍ୟ ଜମ୍ମୁ ଏବଂ କାଶ୍ମୀର ପୋଲିସ ସହିତ ମିଶି ଆକ୍ରମଣର...

‘ହମାସ ନେତାମାନେ POK ଗସ୍ତ କରିଥିଲେ’: ଇସ୍ରାଏଲ କୂଟନୀତିକଙ୍କ ଦାବି, ପାକିସ୍ତାନ ଓ ଲସ୍କର ସହ ହମାସର ସମ୍ପର୍କ

ନୂଆଦିଲ୍ଲୀ, ୨୫।୪: ଇସ୍ରାଏଲର ଜଣେ ବରିଷ୍ଠ କୂଟନୀତିକ ଏକ ଚାଞ୍ଚଲ୍ୟକର ଦାବି କରି କହିଛନ୍ତି ଯେ, ପାଲେଷ୍ଟାଇନର ଆତଙ୍କବାଦୀ ସଂଗଠନ ହମାସର ନେତାମାନେ ପାକିସ୍ତାନ ଅଧିକୃତ...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ମାରପିଟ: ପଞ୍ଚାୟତିରାଜ ଦିବସ ପାଳନ ବେଳେ ଗଣ୍ଡଗୋଳ

ବାସୁଦେବପୁର,୨୫।୪(ନାରାୟଣ ପ୍ରସାଦ ବାରିକ୍‌):ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଗୁରୁବାର ପୂର୍ବାହ୍ନରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ସହ ରାଶନ କାର୍ଡ ବଣ୍ଟନ କରାଯାଇଛି।...

ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image