ଆଇପିଏଲ୍‌ରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ, ୩୦।୮: ବିଶ୍ୱର ସବୁଠାରୁ ଶ୍ରେଷ୍ଠ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଖେଳ ସହିତ ଏହାର ଅନନ୍ୟ ରେକର୍ଡ ପାଇଁ ମଧ୍ୟ ପରିଚିତ। ଆଇପିଏଲ୍‌ରେ ଏହିପରି ଅନେକ ରେକର୍ଡ ସୃଷ୍ଟି ହୋଇଛି, ଯାହାକୁ ଖେଳାଳିମାନେ ସର୍ବଦା ମନେ ରଖିଥାନ୍ତି। ସେହିଭଳି ଏଭଳି ମଧ୍ୟ କିଛି ଅଲୋଡ଼ା ରେକର୍ଡ ସୃଷ୍ଟି ହୁଏ ଯାହାକୁ ଖେଳାଳି ଭୁଲିଯିବାକୁ ଚାହଁାନ୍ତି। ଆଇପିଏଲ୍‌ରେ ବ୍ୟାଟିଂରେ ସେହିଭଳି ଏକ ଅଲୋଡ଼ା ରେକର୍ଡ ଉପରେ ନଜର ପକାଇବା। ଆଇପିଏଲ୍‌ରେ ସର୍ବାଧିକ ଥର ଶୂନରେ ଆଉଟ୍‌ ହୋଇଥିବା ବ୍ୟାଟ୍ସମ୍ୟାନ ତାଲିକା ଉପରେ ଯଦି ନଜର ପକାଇବା ତାହାଲେ ଚେନ୍ନାଇ ସୁପର୍‌ କିଙ୍ଗ୍ସର ହରଭଜନ ସିଂ ସର୍ବାଗ୍ରେ ରହିବେ। ହରଭଜନ ୧୩ଥର ଖାତା ଖୋଲିବା ପୂର୍ବରୁ ଆଉଟ୍‌ ହୋଇଛନ୍ତି। ତେବେ ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି ଆଉପିଏଲ୍‌ରେ ଶୂନରେ ଆଉଟ୍‌ ହୋଇଥିବା ବ୍ୟାଟ୍ସମ୍ୟାନ ତାଲିକାର ଶ୍ରେଷ୍ଠ-୫ ଜଣଙ୍କ ମଧ୍ୟରେ ଜଣେ ହେଲେ ବିଦେଶୀ ଖେଳାଳି ନାହାନ୍ତି। ଅର୍ଥାତ୍‌ ୫ଜଣ ଯାକ ଭାରତୀୟ ବ୍ୟାଟ୍ସମ୍ୟାନ। ହରଭଜନଙ୍କ ତଳକୁ ପାର୍ଥତ୍ବ ପଟେଲ (୧୩), ଗୌତମ ଗମ୍ଭୀର(୧୨), ରୋହିତ୍‌ ଶର୍ମା (୧୨) ଓ ମନୀଷ ପାଣ୍ଡେ (୧୨) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ମିଳିଗଲା ଲେଡି ଜାହିର ଖାନ୍‌! କୁନି ଝିଅଙ୍କ ଦିଓ୍ବାନା ହେଲେ ସଚିନ ତେନ୍ଦୁଲକର

ନୂଆଦିଲ୍ଲୀ,୨୩।୧୨: ମହାନ କ୍ରିକେଟର ସଚିନ ତେନ୍ଦୁଲକର ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଏକ ଛୋଟ ଝିଅ ବୋଲିଂ କରୁଥିବା ଦେଖାଯାଉଛି,...

ମ୍ୟାଚ୍‌ ଚାଲିଥିବାବେଳେ ପଡିଆରେ ମହିଳା ଜନ୍ମଦେଲେ ପୁଅ….ସ୍ମୃତିରେ ରହିଗଲା ପାକିସ୍ତାନ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଜୋହାନ୍ସବର୍ଗ,୨୩।୧୨: ଜୋହାନ୍ସବର୍ଗର ୱାଣ୍ଡର୍ସ ଷ୍ଟାଡିୟମରେ ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ କ୍ରିକେଟ ବାହାରେ ଏକ ନିଆରା ଅନୁଭୂତି ଥିଲା।...

କୋହଲିଙ୍କ ନିକଟରେ ସୁବର୍ଣ୍ଣ ସୁଯୋଗ: ମାତ୍ର ୧୩୪ ରନ୍‌ କଲେ ଭାଙ୍ଗିବେ ମହାରେକର୍ଡ

ନୂଆଦିଲ୍ଲୀ,୨୩।୧୨: ବିରାଟ କୋହଲି ବର୍ତ୍ତମାନର ଅଷ୍ଟ୍ରେଲିଆ ଗସ୍ତ ଏକ ଶତକରୁ ଆରମ୍ଭ କରିଥିଲେ। କିନ୍ତୁ ପରବର୍ତ୍ତୀ ଦୁଇଟି ଟେଷ୍ଟ ମ୍ୟାଚରେ ତାଙ୍କ ବ୍ୟାଟ ଚୁପ ରହିଥିଲା।...

ଇତିହାସ ରଚିଲା ପାକିସ୍ତାନ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୨୩।୧୨:ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ସିରିଜର ତୃତୀୟ ତଥା ଶେଷ ମ୍ୟାଚରେ ଡକ୍‌ୱର୍ଥ-ଲୁଇସ୍‌ ନିୟମ ଅଧୀନରେ ପାକିସ୍ତାନ...

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ...

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ...

Asia Cup 2024: ବାଂଲାଦେଶକୁ ହରାଇ ପ୍ରତିଶୋଧ ନେଲା ଭାରତ

ନୂଆଦିଲ୍ଲୀ,୨୨।୧୨: ଅଣ୍ଡର -୧୯ ମହିଳା ଏସିଆ କପ ୨୦୨୪ରେ ଭାରତୀୟ କ୍ରିକେଟ ଦଳ ବାଂଲାଦେଶକୁ ପରାସ୍ତ କରି ଟାଇଟଲ ଜିତିଛି। ଚଳିତ ବର୍ଷ ଭାରତର ଯୁବ...

କେ ଏଲ୍‌ ରାହୁଲଙ୍କ ପରେ ରୋହିତ ଶର୍ମା ଆହତ, ଟିମ୍‌ ଇଣ୍ଡିଆର ବଢ଼ିଲା ଚିନ୍ତା…

ନୂଆଦିଲ୍ଲୀ,୨୨।୧୨: ବର୍ଡର-ଗାଭାସ୍କର ଟ୍ରଫିରେ ଆଉ ୨ ମୁକାବିଳା ଖେଲାଯିବ। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଲାଗି ଟୁର୍ନାମେଣ୍ଟ ଗୁରୁତ୍ୱ ରଖୁଥିବାରୁ ଉଭୟ ଟିମ୍‌ ଲାଗି ବିଜୟ ଗୁରୁତ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri