Posted inଜାତୀୟ

‘ଇଣ୍ଡିଆ’ର ନାମ ରଖାଯିବ ‘ଭାରତ’: ଯେଉଁମାନେ ବିରୋଧ କରୁଛନ୍ତି ସେମାନେ ଦେଶ ଛାଡି ପଳାନ୍ତୁ: ଦିଲୀପ ଘୋଷ

ନୂଆଦିଲ୍ଲୀ,୧୧।୯: ଦେଶର ନାମ ‘ଇଣ୍ଡିଆ’ ଏବଂ ‘ଭାରତ’ ଉପରେ ରାଜନୀତି ଚାଲିଛି। ଦିଲ୍ଲୀରେ ଅନୁଷ୍ଠିତ ଜି-୨୦ ଶିଖର ସମ୍ମିଳନୀରେ କେନ୍ଦ୍ର ସରକାର ‘ଇଣ୍ଡିଆ’ ବଦଳରେ ‘ଭାରତ’ ନାମକୁ ପ୍ରୋତ୍ସାହିତ କରିଥିଲେ। ଏନେଇ ବିରୋଧୀ ଲଗାତାର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରୁଛନ୍ତି। ସେପଟେ ପଶ୍ଚିମବଙ୍ଗରେ ବରିଷ୍ଠ ଭାଜପା ନେତା ଦିଲୀପ ଘୋଷ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ, ‘ଇଣ୍ଡିଆ’ର ନାମ ‘ଭାରତ’ରେ ପରିବର୍ତ୍ତନ ହେବ ଏବଂ ଯେଉଁମାନଙ୍କର ଏଥିରେ ଅସୁବିଧା ଅଛି ସେମାନେ ଦେଶ ଛାଡି ପଳାନ୍ତୁ।
ଖଡଗପୁର ସହରରେ ଚାଲିଥିବା ‘ଚାଏ ପେ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଯୋଗ ଦେଇ ପୂର୍ବତନ ଭାଜପା ରାଷ୍ଟ୍ରୀୟ ଉପସଭାପତି ଦିଲୀପ ଘୋଷ ମଧ୍ୟ ବିଦେଶୀମାନଙ୍କ ପ୍ରତିମୂର୍ତ୍ତି ସମ୍ପର୍କରେ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ, ଆମ ଦଳ ପଶ୍ଚିମବଙ୍ଗରେ ଯଦି କ୍ଷମତାକୁ ଆସେ, କୋଲକାତାର ସମସ୍ତ ବିଦେଶୀ ମୂର୍ତ୍ତି ହଟାଯିବ।
ସୂଚନାଯୋଗ୍ୟ,‘ଇଣ୍ଡିଆ’ ବନାମ ଭାରତକୁ ନେଇ ଦେଶରେ ରାଜନୀତି ଜୋର ଧରିଥିବାବେଳେ କେନ୍ଦ୍ର ସରକାର ଜି-୨୦ ଶିଖର ସମ୍ମିଳନୀରେ ‘ଭାରତ’ ନାମକୁ ସବୁଠି ବ୍ୟବହାର କରିଥିଲେ। ମୋଦି ସରକାରଙ୍କ ବିରୋଧରେ ଗଠିତ ବିରୋଧୀ ଦଳ ‘ଇଣ୍ଡିଆ’ର ନେତାମାନେ ମଧ୍ୟ ଏହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ବରରେ ରୁହନ୍ତୁ ସାବଧାନ! ଏଥର ପଡିବ ପ୍ରବଳ ଥଣ୍ଡା

ନୂଆଦିଲ୍ଲୀ,୧।୧୧: ଚଳିତ ବର୍ଷ ଶୀତ ଦେଶର ଅନେକ ରାଜ୍ୟରେ ରେକର୍ଡ ଭାଙ୍ଗିବାକୁ ଯାଉଛି, ଯାହାକୁ ନେଇ ପାଣିପାଗ ବିଭାଗ ମଧ୍ୟ ଏକ ସତର୍କ ସୂଚନା ଜାରି...

ଆଖିବୁଜିଲେ ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା: ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୧।୧୧: ଅର୍ଥନୀତିଜ୍ଞ ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦର ଚେୟାରମ୍ୟାନ ବିବେକ ଦେବ୍ରୋଙ୍କ ଦେହାନ୍ତ ହୋଇଛି। ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା।...

ମହାରାଷ୍ଟ୍ର ନିର୍ବାଚନ: ଅଖିଳେଶ-ଓୱାଇସିଙ୍କ ଭାଙ୍ଗିଲା ସ୍ବପ୍ନ, ପ୍ରି-ପୋଲ ସର୍ଭେ ହଜାଇଲା ନିଦ

ଦେଶ ନଜର ରଖିଛି। ଏହି ସମୟରେ ଏକ ପ୍ରି-ପୋଲ ସର୍ଭେ ବାହାରିଛି, ଯେଉଁଥିରେ ଏମଭିଏର ଏକ ବଡ଼ ସୁବିଧା ହେଉଥିବା ଜଣାପଡିଛି । ସର୍ଭେ ଅନୁଯାୟୀ,...

ତିରୁପତି ମନ୍ଦିରରେ ଏବେ କେବଳ କାମ କରିବେ ହିନ୍ଦୁ, ବି ଆର ନାଇଡୁଙ୍କ ନିର୍ଦ୍ଦେଶ

ଅମରାବତି,୧।୧୧: ତିରୁମାଲା ଆୟର୍ଲାଣ୍ଡ ଦେବସ୍ତାନାମ (ଟିଟିଆଇ) ବୋର୍ଡର ନୂଆ ଚେୟାରମ୍ୟାନ ଭାବେ ଏନ ବି ଆର ନାଇଡୁଙ୍କୁ ବଛା ଯାଇଛି। ବୋର୍ଡର ନୂତନ ଚେୟାରମ୍ୟାନ ହେବା...

ହେମନ୍ତ ସୋରେନଙ୍କ ବୟସକୁ ନେଇ ରାଜନୀତିରେ ଝଡ଼, ଭାଜପା ଟାର୍ଗେଟରେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧।୧୧: ମହାରାଷ୍ଟ୍ର ସହିତ ଝାଡ଼ଖଣ୍ଡରେ ଏକାଠି ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନରେ ଜିତିବା ପାଇଁ ରାଜନୈତିକ ଦଳମାନେ ନିରନ୍ତର ପ୍ରସ୍ତୁତ ହେଉଛନ୍ତି। ଏହି ସମୟରେ...

ବଢ଼ିଲା ଗ୍ୟାସ୍‌ ଦର, ଜାଣନ୍ତୁ କେଉଁ ସହରରେ କେତେ ଥିଲା କେତେ ହେଲା…

ନୂଆଦିଲ୍ଲୀ,୧ା୧୧: ଯେତେବେଳେ ସମଗ୍ର ଦେଶ ଦୀପାବଳି ମହୋତ୍ସବରେ ମାତିଥାନ୍ତି ସେତେବେଳେ ସରକାରୀ ତୈଳ କମ୍ପାନୀଗୁଡିକ ମୁଦ୍ରାସ୍ଫୀତି ଉପରେ ଏକ ବଡ଼ ଝଟ୍‌କା ଦେଇଛନ୍ତି। ଏହି କମ୍ପାନୀଗୁଡ଼ିକ...

ରାଜଧାନୀ ଆକାଶ ହେଲା ଧୂଆଁମୟ

ନୂଆଦିଲ୍ଲୀ,୧ା୧୧: ଦୀପାବଳି ସରିବା ପରେ ରାଜଧାନୀ ଦିଲ୍ଲୀ ଆକାଶ ଏବେ ଧୂଆଁମୟ ହୋଇଯାଇଛି। ଏନ୍‌ସିଆରରେ ଥଣ୍ଡା ବର୍ତ୍ତମାନ ସୁଦ୍ଧା ପଡ଼ିନାହିଁ। ଲୋକମାନେ ଏପର୍ଯ୍ୟନ୍ତ ଏସି ଏବଂ...

ଧୁମଧାମରେ ପାଳନ ହେଲା ଦୀପାବଳି, ରଙ୍ଗ ବେରଙ୍ଗ ଆଲୋକରେ ଝଲସି ଉଠିଲା ଦେଶ

ନୂଆଦିଲ୍ଲୀ,୩୧।୧୦: ଦୀପାବଳି ପର୍ବ କେବଳ ଭାରତରେ ନୁହେଁ ଗୁରୁବାର ସାରା ବିଶ୍ୱରେ ପାଳନ କରାଯାଇଛି। ଏହି ସମୟରେ ଲୋକମାନେ ନିଜ ଘର, ଦୋକାନ ଏବଂ ପ୍ରତିଷ୍ଠାନଗୁଡ଼ିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri