ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁମାନେ ସୁଭଦ୍ରା ପାଇନାହାନ୍ତି ସେମାନଙ୍କୁ…

ଭୁବନେଶ୍ୱର,୧୯।୯: ସରକାରର ୧୦୦ ଦିନ ପୂର୍ତ୍ତିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଅଭିଭାଷଣ ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ। ଶ୍ରୀମନ୍ଦିର ୪ ଦ୍ୱାର, ରତ୍ନ ଭଣ୍ଡାର ଖୋଲିଲା, ସୁଭଦ୍ରା ସହାୟତା ଦିଆଗଲା। ଶ୍ରୀମନ୍ଦିର ପାଇଁ ୫୦୦ କୋଟି, ଓଡ଼ିଆ ଅସ୍ମିତା ପାଇଁ ୨୦୦ କୋଟିର କର୍ପସ ଫଣ୍ଡ ରହିଛି। ଏ ସରକାରର ବଡ଼ ସଫଳତା, ଲୋକଙ୍କ ସହ ଯୋଡ଼ିହେବାର ପ୍ରତିବଦ୍ଧତା। ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ମିଳିଛି, ଅନ୍ୟ ମହିଳାଙ୍କୁ ଖୁବଶୀଘ୍ର ମିଳିବ। ମୋଦି ଗ୍ୟାରେଣ୍ଟିରେ ଯାହା ଲେଖିଛୁ, ସବୁ ଗୋଟିଏ ଗୋଟିଏ ପୂରଣ କରାଯିବ ବୋଲି ପ୍ରଭାତୀ ପରିଡା କହିଛନ୍ତି।

ସେପ୍ଟେମ୍ବର ୧୭ରେ ନିଜ ଜନ୍ମଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଯାଇଛି। ଓଡ଼ିଶାର ପ୍ରାୟ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କ ଖାତାକୁ ଯାଇଛି ସୁଭଦ୍ରା ଟଙ୍କା। ହେଲେ ଅଧିକାଂଶ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ଯାଇନାହିଁ। ଯାହାକୁ ନେଇ ସେମାନେ ଦ୍ୱନ୍ଦ୍ୱରେ ହିତାଧିକାରୀ।

ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଦେଇଥିବା ସୂଚନା ଅନୁସାରେ, ୧୭ ତାରିଖ ପରେ ଆବେଦନ କରୁଥିବା ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ଲାଭ ନିଶ୍ଚିତ ଭାବେ ମିଳିବ । ସୁଭଦ୍ରା ଟଙ୍କା ପାଇଁ ଆବେଦନ କରିବାକ ନିର୍ଦ୍ଧିଷ୍ଟ କୌଣସି ସମୟ ସୀମା ନାହିଁ । ଜଣେ ଚାହିଁଲେ ବର୍ତ୍ତମାନ ମଧ୍ୟ ରେଜିଷ୍ଟ୍ରେସନ କରିପାରିବ।ଏଥିରୁ ବଞ୍ଚିତ ହେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri