Posted inଜାତୀୟ

ଟପ୍‌ ୨୦୦ ମଧ୍ୟରେ ଭାରତର ୩ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ, ୯।୬: ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍‌ ଓ୍ବାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ରେ ଇଣ୍ଡିଆନ ଇନ୍‌ଷ୍ଟଚ୍ୟୁଟ୍‌ ଅଫ୍‌ ସାଇନ୍ସ ବାଙ୍ଗାଲୋର ଶ୍ରେଷ୍ଠ ଗବେଷଣା ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଛି। ସାଇଟେଶନ ପର୍‌ ଫାକଲ୍ଟି (ସିପିଏଫ୍‌) ମେଟ୍ରିକ୍‌ରେ ଏହା ୧୦୦ରୁ ୧୦୦ ନମ୍ବର ରଖିଛି। ଭାରତର ଟପ୍‌ ଶିକ୍ଷାନୁଷ୍ଠାନ ଆଇଆଇଟି ବମ୍ବେ ଉକ୍ତ ତାଲିକାରେ ୧୭୭ତମ ସ୍ଥାନରେ ରହିଛି। ଗତବର୍ଷ ଉକ୍ତ ଶିକ୍ଷାନୁଷ୍ଠାନ ୧୭୨ତମ ସ୍ଥାନରେ ରହିଥିଲା। ସେହିପରି ଆଇଆଇଟି, ଦିଲ୍ଲୀ ଏଥର ୧୯୩ ର଼୍ୟାଙ୍କରେ ରହିଛି, ଯାହା କି ଗତବର୍ଷ ୧୮୫ତମ ସ୍ଥାନରେ ରହିଥିଲା। ଆଇଆଇଟି, ମାଡ୍ରାସ ୨୦ ସ୍ଥାନ ଉପରକୁ ଉଠି ୨୫୫ରେ ରହିଥିବା ବେଳେ ଆଇଆଇଟି ଖଡ଼ଗପୁର ୨୮୦ ର଼୍ୟାଙ୍କରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରିରେ ସରକାରୀ ବଙ୍ଗଳା ଛାଡ଼ିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୨ା୯: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନବରାତ୍ରି ପାର୍ବଣ ବେଳେ ସରକାର ବଙ୍ଗଳା ଖାଲି କରିବେ ବୋଲି ରବିବାର ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୩ରେ...

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

ଉଦୟଭାନୁ ହେଲେ ଯୁବକଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୨ା୯ : କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍‌ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର...

କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!

କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି...

ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା...

ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି।...

ଖୁସି ଖବର: ନୀତୀଶ ଦେବେ ବଡ ଉପହାର

ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ...

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri