Posted inUncategorized

ଗୋଷ୍ଠୀବିବାଦରୁ ଗୁଳିକାଣ୍ଡ: ୩ ମୃତ, ୯ ଆହତ

ହ୍ୟୁଷ୍ଟନ୍‌,୨୮ା୫: ଆମେରିକାର ନ୍ୟୁ ମେକ୍ସିକୋ ରେଡ୍‌ ରିଭରରେ ମୋଟରସାଇକେଲ ରାଲିରେ ଗୁଳିକାଣ୍ଡ ଘଟି ୩ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ୯ ଜଣ ଆହତ ହୋଇଛନ୍ତି। ଗୋଷ୍ଠୀବିବାଦକୁ ନେଇ ଏହି ଗୁଳିକାଣ୍ଡ ଘଟିଥିବା ରେଡ୍‌ ରିଭର ମେୟର ଲିଣ୍ଡା କାଲୌନ୍‌ କହିଛନ୍ତି। ୨୫ରୁ ୨୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ୪୧ତମ ବାର୍ଷିକ ରେଡ୍‌ ରିଭର ସ୍ମାରକୀ ମୋଟରସାଇକେଲ ରାଲିରେ ବିଭିନ୍ନ ଅଞ୍ଚଳରୁ ୨୮ ହଜାର ବାଇକ୍‌ ଚାଳକ ଯୋଗଦେଇଛନ୍ତି। ଗୁଳିକାଣ୍ଡରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଥିବା ବେଳେ ଆହତମାନଙ୍କୁ ଟାଓସ୍‌ସ୍ଥିତ ହୋଲି କ୍ରସ୍‌ ହସ୍ପିଟାଲ ଏବଂ ଆଲ୍‌ବୁକ୍ୱେରକ୍‌ର ନ୍ୟୁ ମେକ୍ସକୋ ହେଲ୍‌ଥ ୟୁନିଭର୍ସିଟିରେ ଭର୍ତ୍ତି କରାଯାଇଥିବା ମେୟର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

RCB-RR ପରେ ଶାହରୁଖ ଖାନଙ୍କ KKR ହେବ ବିକ୍ରି! IPL ୨୦୨୬ ନିଲାମ ପରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ମିନି ନିଲାମ ଡିସେମ୍ବର ୧୬, ୨୦୨୫ରେ ଆବୁଧାବିର ଏତିହାଦ ଆରେନାରେ ଅନୁଷ୍ଠିତ ହୋଇଥିଲା। ନିଲାମର ତିନି...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଟ୍ରାଇଗ୍ଲିସେରାଇଡ୍ ବୃଦ୍ଧିକୁ ନେଇ ଚିନ୍ତିତ କି? ଖାଆନ୍ତୁ ଏହି ସୁପରଫୁଡ୍

ନୂଆଦିଲ୍ଲୀ,୧୭ା୧୨:  ଯଦି ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ସମସ୍ୟାର ତୁରନ୍ତ ସମାଧାନ କରାନଯାଏ, ତେବେ ଗମ୍ଭୀର ଏବଂ ମାରାତ୍ମକ ହୃଦରୋଗର ଆଶଙ୍କା ବହୁଗୁଣିତ ହୋଇପାରେ। ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ହ୍ରାସ କରିବା...

କିଡନୀ ରୋଗରେ ଗୋଟିଏ ପରିବାରର ୨ ଜଣଙ୍କ ମୃତ୍ୟୁ ଘଟଣା, ସରକାରୀ ସହାୟତା ପାଇଁ ଅନୁରୋଧ

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ବହଳପଦର ପଞ୍ଚାୟତର ସୁରଧାପାଲି ( ହୋତାପାଲି) ଗ୍ରାମରେ ଗତ ସପ୍ତାହରେ ୪ ଦିନ ମଧ୍ୟରେ...

ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…

ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ।...

ଦମ ଦେଖାଇଲା ଭାରତ, ପାକିସ୍ତାନକୁ ୯୦ ରନରେ ହରାଇଲା

ନୂଆଦିଲ୍ଲୀ,୧୫।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅନୁଷ୍ଠିତ ବହୁ ପ୍ରତୀକ୍ଷିତ ମ୍ୟାଚରେ, ଭାରତୀୟ ଦଳ ଏକ ଚମତ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri