ଓଡ଼ିଶାର ତାମ୍ପରା, ଅଂଶୁପା, ହୀରାକୁଦକୁ ରାମ୍‌ସର ମାନ୍ୟତା

ଭୁବନେଶ୍ୱର, ୧୩।୮(ବ୍ୟୁରୋ) – ଦେଶରେ ଆଉ ୧୧ ଆର୍ଦ୍ରଭୂମିକୁ କେନ୍ଦ୍ର ସରକାର ରାମସର୍‌ ମାନ୍ୟତା ଦେଇଛନ୍ତି। ଏଥିରେ ଓଡ଼ିଶାର ତିନୋଟି ସ୍ଥାନ ରହିଛି। ଉକ୍ତ ସ୍ଥାନଗୁଡ଼ିକ ହେଲା ବ୍ରହ୍ମପୁରର ତାମ୍ପରା ହ୍ରଦ, କଟକ ବାଙ୍କୀର ଅଂଶୁପା ହ୍ରଦ ଏବଂ ସମ୍ବଲପୁରର ହୀରାକୁଦ ଜଳଭଣ୍ଡାର। କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ତାମିଲନାଡ଼ୁ, ଓଡ଼ିଶା, ଜମ୍ମୁ ଓ କଶ୍ମୀର, ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରର ଏହି ୧୧ ରାମସର୍‌ ସାଇଟ୍‌ ସମ୍ପର୍କରେ ଘୋଷଣା କରାଯାଇଛି। ବିଭାଗୀୟ ମନ୍ତ୍ରୀ ଭୂପେନ୍ଦର ଯାଦବ ଏ ନେଇ ଟୁଇଟ କରି ସୂଚନା ଦେବା ସହ ଉକ୍ତ ୫ ରାଜ୍ୟଗୁଡ଼ିକୁ ଶୁଭେଚ୍ଛା ଜଣାଇଛନ୍ତି।

କେନ୍ଦ୍ର ଜଙ୍ଗଲ ମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଏହି ନୂତନ ୧୧ ସ୍ଥାନକୁ ମିଶାଇଲେ ଦେଶରେ ରାମସର୍‌ ସ୍ଥଳ ସଂଖ୍ୟା ୭୫ରେ ପହଞ୍ଚତ୍ଛି। ଦେଶ ଏବେ ସ୍ବାଧୀନତାର ୭୫ ବର୍ଷ ପାଇଁ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଥିବାବେଳେ କେନ୍ଦ୍ର ସରକାର ରାମସର୍‌ ସ୍ଥଳ ସଂଖ୍ୟା ବୃଦ୍ଧି କରିଛନ୍ତି। ନୂତନ ରାମସର୍‌ ସ୍ଥଳର ମୋଟ କ୍ଷେତ୍ରଫଳ ହେଉଛି ୭୬,୩୧୬ ହେକ୍ଟର। ରାମସର୍‌ ତାଲିକାରେ ସାମିଲ ହେବାପରେ ଏସବୁ ଆର୍ଦ୍ରଭୂମିର ସଂରକ୍ଷଣ ଓ ପରିଚାଳନା ସମେତ ସମ୍ପଦର ସୁବିନିଯୋଗ ସମ୍ଭବ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର କଲେ ବଡ଼ ଘୋଷଣା: ଏହି ନମ୍ବରରେ କଲ୍‌ କରି ପାଆନ୍ତୁ ଫସଲ ହାନି ସହାୟତା

ଭୁବନେଶ୍ୱର,୨୬ା୧୨: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଓଡ଼ିଶାରେ ଚାଷୀମାନେ ବହୁ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଚାଷୀଙ୍କ ସହାୟତାକୁ ଦୃଷ୍ଟିରେ ରଖି ସରକାର ଚାଷୀଙ୍କ ପାଇଁ...

୪ ର୍ଥ ପର୍ଯ୍ୟାୟ ସୁଭଦ୍ରା ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ଏହି ପରାମର୍ଶ ଦେଲେ ଉନ୍ନୟନ କମିଶନର

ଭୁବନେଶ୍ୱର,୨୬ା୧୨: ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ନିମନ୍ତେ ଉଦ୍ଦିଷ୍ଟ ‘ସୁଭଦ୍ରା’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ୨ୟ ପରିଚାଳନା କମିଟି ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ...

ବିଜେଡିକୁ ଝଟ୍‌କା: ପ୍ରତିଷ୍ଠା ଦିବସରେ ଦଳ ଛାଡ଼ଲେ ବ୍ଲକ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ି ଭାଜପାରେ ମିଶିଲେ ଭଞ୍ଜନଗର ବ୍ଲକ ଅଧ୍ୟକ୍ଷ। ପ୍ରତିଷ୍ଠା ଦିବସରେ ପଦ୍ମ ଧରିଲେ ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ।...

ବୁଲଡୋଜରକୁ ଚଢ଼ି ବୃଦ୍ଧାଙ୍କ ପ୍ରତିବାଦ: ଅଧାରୁ ଅଟକିଲା ଉଚ୍ଛେଦ ପ୍ରକ୍ରିୟା

ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ୱାର୍ଡ଼ ନଂ-୧୭ ଜୀରାନଦୀ କୂଳ ବୃନ୍ଦାବନ ପଡ଼ିଆ ପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଥିଲା।...

ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ...

ବିଜେଡି ପ୍ରତିଷ୍ଠା ଦିବସରେ ଦଳକୁ ସୁଦୃଢ଼ କରୁଥିଲେ ନବୀନ: ଏପଟେ ହାତାହାତି ହୋଇଗଲେ ବିଜେଡି ନେତ୍ରୀ

ଭୁବନେଶ୍ୱର,୨୬ା୧୨: ବିଜେଡି ମୁଖ୍ୟକାର୍ଯ୍ୟାଳୟ ଶଙ୍ଖ ଭବନ ଭିତରେ ଦୁଇ ମହିଳା କର୍ମୀ ହାତାହାତି ହୋଇଛନ୍ତି। ବିଜେଡି ଯୁବନେତ୍ରୀ ଈପ୍ସିତା ସାହୁଙ୍କୁ ନିଜ ଦଳର ଜଣେ ମହିଳା...

ନିଦ ହଜାଇଛି ଜିନ୍ନତ: ପୁଣି ଓଡ଼ିଶା ଆସିବାକୁ ଯାଉଛନ୍ତି ଆଉ ଦୁଇ ବାଘ

ଭୁବନେଶ୍ୱର,୨୬ା୧୨: ମହାରାଷ୍ଟ୍ରରୁ ଓଡ଼ିଶା ଆସିଥିବା ବାଘୁଣୀ ଜିନ୍ନତ ତିନି ରାଜ୍ୟ ବନ ବିଭାଗର ନିଦ ହଜାଇଛି। ଏହାରି ମଧ୍ୟରେ ଆଉ କିଛି ବାଘ ପୁଣି ଓଡିଶା...

Featured Video Play Icon

ଏମାନଙ୍କଠୁ ଶିଖିବା କଥା ବନ୍ଧୁତା

ବନ୍ଧୁତା , ଏ ଶବ୍ଦଟି ସତରେ କେତେ ମଧୁର ତାର ଜ୍ୱଳନ୍ତ ଦୃଶ୍ୟ ଏଇ ବୁଲା ଷଣ୍ଢ ଓ ବୁଲା କୁକୁର ଦୋସ୍ତିକୁ ଦେଖି ଜାଣିପାରୁଥିବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri