ବଢୁଛି ତାତି, ଟିଟିଲାଗଡ଼ ସବୁଠାରୁ ଉତ୍ତପ୍ତ ସହର

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରେ ଲାଗି ରହିଛି ଗ୍ରୀଷ୍ମ ପ୍ରବାହ । ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିଛି । ୪୧.୪ ଡିଗ୍ରୀ ତାପମାତ୍ରା ସହିତ ଟିଟିଲାଗଡ଼ ସବୁଠାରୁ ଉତ୍ତପ୍ତ ସହର । ଝାରସୁଗୁଡ଼ାରେ ତାପମାତ୍ରା ୩୯.୮ ଡିଗ୍ରୀ ରହିଥିବା ବେଳେ ବଲାଙ୍ଗୀରରେ ତାପମାତ୍ରା ୨୧.୩ ଡିଗ୍ରୀ ରହିଛି । ସେହିପରି ବୌଦ୍ଧରେ ତାପମାତ୍ରା ୪୦ ଡିଗ୍ରୀ ରହିଛି। ବାରିପଦାରେ ୩୯.୫, ସମ୍ବଲପୁରରେ ୪୦ ଡିଗ୍ରୀ, କଟକରେ ୩୫ ଡିଗ୍ରୀ, ଭବାନୀପାଟଣାରେ ୩୯.୬ ଏବଂ ଭୁବନେଶ୍ୱରରେ ୩୫.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ପୁଣି ଜମିବ ପଥ ଉତ୍ସବ, ଡିସେମ୍ବର ୨୨ ରୁ ଆରମ୍ଭ

ଭୁବନେଶ୍ୱର,୧୯।୧୨: ଆସନ୍ତା ୨୨ ତାରିଖରୁ ଭୁବନେଶ୍ବରରେ ପାଳିତ ହେବ ପଥ ଉତ୍ସବ। ବିଗତ ବର୍ଷମାନଙ୍କୁ ଦୃଷ୍ଟିରେ ରଖି ନୂଆ ଢଙ୍ଗ ଓ ନୂଆ ରୂପରେ ଏହାକୁ...

ଓଡ଼ିଶାରେ ୧୧0 ଓଭର ବ୍ରିଜ୍ କରିବ ଇଷ୍ଟକୋଷ୍ଟ ରେଳାବାଈ

ଭୁବନେଶ୍ୱର,୧୯।୧୨: ରାଜ୍ୟରେ ରେଳ ଭିତ୍ତିଭୂମି ସୁଦୃଢ କରିବା ପାଇଁ ଇଷ୍ଟକୋଷ୍ଟ ରେଳାବାଈ ବଡ଼ ପଦକ୍ଷେପ ନେଇଛି। ଗୁରୁବାର ଇଷ୍ଟକୋଷ୍ଟ ରେଳାବାଈର ଜେନେରାଲ ମ୍ୟାନେଜର ୧୭୦ ରୋଡ...

ଭାଇରାଲ ପରେ ଥାନା ଅଧିକାରୀଙ୍କ ଉପରେ ଆକ୍ସନ: ବଦଳିଲେ…

କଟକ,୧୯।୧୨: ଦଳିତ ଯୁବକଙ୍କୁ ରାସ୍ତା ଉପରେ ପକାଇ ପିଠି ଉପରେ ଚପଲ ମାଡ଼ି ଚଢ଼ିଯିବା ଘଟଣାର ଫଟୋ ଭାଇରାଲ ପରେ ଥାନା ଅଧିକାରୀଙ୍କୁ ମହଙ୍ଗା ପଡିଛି।...

ଅଭ୍ୟାସ ବେଳେ ଭୟଙ୍କର ବିସ୍ଫୋରଣ: ରାଜସ୍ଥାନରେ ଓଡ଼ିଆ ଯବାନ ଶହୀଦ

ଭୁବନେଶ୍ୱର,୧୯।୧୨: ରାଜସ୍ଥାନରେ ଶହୀଦ ହେଲେ ଓଡ଼ିଆ ଯବାନ। ପୋଖରାନରେ ଫାୟାରିଂ ଅଭ୍ୟାସ ବେଳେ ଟ୍ୟାଙ୍କ୍‌ରେ ବିସ୍ଫୋରଣ ଘଟି ଜଣେ ଓଡିଆ ଯବାନ ଶହୀଦ ହୋଇଛନ୍ତି। ସେ...

ଐତିହାସିକ ନିଷ୍ପତ୍ତି: ଶିମିଳିପାଳରେ ବାଘ ଜଗିବେ ସଶସ୍ତ୍ରବଳ

ଭୁବନେଶ୍ୱର,୧୯।୧୨: ମୟୂରଭଞ୍ଜ ଜିଲାର ଶିମିଳିପାଳ ଟାଇଗର ରିଜର୍ଭରେ ସୁରକ୍ଷା ବ୍ୟବସ୍ଥାକୁ ଦୃଢ କରିବା ଦିଗରେ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି ସରକାର। ଶିକାର ତଥା ବନ୍ୟଜନ୍ତୁ...

ଆହତ ପ୍ରତାପ ଷଡ଼ଙ୍ଗୀଙ୍କୁ ହସ୍ପିଟାଲରେ ଭେଟିଲେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସଂସଦରେ ଠେଲାପେଲା କାରଣରୁ ଆହତ ହୋଇ ଚିକିତ୍ସିତ ହେଉଥିବା ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ନୂଆଦିଲ୍ଲୀର...

ଆଜି ବି ପ୍ରମିଳାଙ୍କ ଭାଇଙ୍କ ଘରେ ଚଢ଼ାଉ: ଛନ୍ଦି ହୋଇଯିବେନିତ….

ଭୁବନେଶ୍ୱର,୧୯।୧୨: ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଆଜି ବି ରେଡ ହୋଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ଚାଲିଛି ଇଡିର ରେଡସମ୍ବଲପୁରର ଦାନିପାଲିରେ...

ଆଗାମୀ ୩ ଦିନ ଯାଏ ବର୍ଷା

ଭୁବନେଶ୍ୱର,୧୯।୧୨: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri