ଗ୍ରାଣ୍ଡ୍‌ ବଜାରରେ ଟିଏମ୍‌ ହୋଲ୍‌ସେଲ ଷ୍ଟୁଡିଓ

କଟକ,୧୬।୧୦: ରାଜ୍ୟର ସର୍ବପୁରାତନ ତଥା ଜଣାଶୁଣା ଗାର୍ମେଣ୍ଟ ବ୍ୟବସାୟ ସଂସ୍ଥା ଟିଏମ୍‌ ଯୋଗେଶ ଟେକ୍ସଟାଇଲ ପ୍ରାଇଭେଟ ଲିମିଟେଡର ଏକ୍ସକ୍ଲୁସିଭ ଆଉଟଲେଟ ‘ଟିଏମ୍‌ ହୋଲ୍‌ସେଲ ଷ୍ଟୁଡିଓ’ ରବିବାର ଫୁଲନଖରା ନିକଟସ୍ଥ ଗ୍ରାଣ୍ଡ୍‌ ବଜାରରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜୈନ ଶ୍ୱେତାମ୍ବର ତେରାପନ୍ଥ ମହାସଭାର ସଭାପତି ମନସୁଖଲାଲ ସେଠିଆ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ତେରାପନ୍ଥ ସଭାର ଅଧ୍ୟକ୍ଷ କଛରାଜ ଚୌତାଲା, ଲାଲାଜୀ ମୋହତା, ରାଜେନ୍ଦ୍ର ଲୁଣିଆ, ମୁକେଶ ଭାଲୁ, ଲଲିତ ପଟ୍ଟଓ୍ବାରୀ, ୟଶବନ୍ତ ଜୈନଙ୍କ ସମେତ ଅଖିଳ ଭାରତୀୟ ଅଗ୍ରଓ୍ବାଲ ସମ୍ମିଳନୀ ପୂର୍ବ ଓଡ଼ିଶାର ପ୍ରାନ୍ତୀୟ ଅଧ୍ୟକ୍ଷ ନଥମଲ ଚିନାନୀ, ଗଣେଶ କାଣ୍ଡୋଇ, ସୁରେଶ ପୋଦ୍ଦାର, ନନ୍ଦ କିଶୋର ଯୋଶୀ, ରାଜେଶ ଅଗ୍ରଓ୍ବାଲ, କମଲ ସିକାରିଆ, ଦିନେଶ ଯୋଶୀ, ରାଜକୁମାର ଶର୍ମା, ସୁଭାଷ କେଡିଆ,ଶ୍ରୀଲାଲ ମୋହତା,ସୁଭାଷ ଚନ୍ଦ୍ର ଗୁପ୍ତା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।

ବିଶେଷ କରି ୧୦୦୦୦ ବର୍ଗ ଫୁଟ ପରିବ୍ୟାପ୍ତ ସ୍ଥାନରେ ଦେଶର ସମସ୍ତ ବ୍ରାଣ୍ଡେଡ ଏବଂ ନାମୀଦାମୀ କମ୍ପାନୀର ଶାଢ଼ି, ଧୋତି, ଚାଦର, ଲୁଙ୍ଗି ଏବଂ ଗାମୁଛା ସମେତ ସମସ୍ତ ବର୍ଗର ପୋଷାକ ସୁଲଭ ଓ ହୋଲ୍‌ସେଲ ଦରରେ ଉପଲବ୍ଧ ବୋଲି ଷ୍ଟୁଡିଓର ସ୍ବତ୍ୱାଧିକାରୀ ମୋହନଲାଲ ଜୈନ, ଯୋଗେଶ କୁମାର ଜୈନ ଏବଂ ବିନୟ କୁମାର ଜୈନ ବିସ୍ତୃତ ଭାବେ ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ନୀତା

ମୁମ୍ବାଇ,୨୬।୧୨: ରିଲାଏନ୍ସ ଗ୍ରୁପ୍‌ର ସାମାଜିକ ପ୍ରତିଷ୍ଠାନ ତଥା ରିଲାଏନ୍ସ ଫାଉଣ୍ଡେଶନର ଚେୟାରମ୍ୟାନ୍‌ ନୀତା ଏମ୍‌ ଅମ୍ବାନୀ ୨ ଦିନିଆ ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ବୋଲି...

ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍‌କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍‌ ପୋଷ୍ଟ’ ସେବା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍‌ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍‌କା...

ଅକ୍ଟୋବରରେ ୯.୨୮ ବିଲିୟନ ଡଲାର କାରବାର

ଭୁବନେଶ୍ୱର,୨୫ା୧୨, (ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଅକ୍ଟୋବରରେ ସ୍ପଟ୍‌ ବୈଦେଶିକ ମୁଦ୍ରାବଜାରରେ ୯.୨୮ ବିଲିୟନ ଡଲାର ବିକ୍ରି କରିଛି। ମଙ୍ଗଳବାର ଆର୍‌ବିଆଇ ପକ୍ଷରୁ...

ପଞ୍ଚଟାଭାକୁ ଆଚିଭର୍ସ ଆଓ୍ବାଡର୍‌ସ

ନୂଆଦିଲ୍ଲୀ,୨୫।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଦିଲ୍ଲୀର ଅଗ୍ରଣୀ ଆଡ୍‌ ଏଜେନ୍ସି ପଞ୍ଚଟାଭା ଆଡଭର୍ଟାଇଜିଂକୁ ନିକଟରେ ଆଉ ଏକ ଜାତୀୟସ୍ତର ସମ୍ମାନ ‘ଆଚିଭର୍ସ ଆଓ୍ବାର୍ଡ’...

ବିଓଏମ୍‌ର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୫।୧୨ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର(ବିଓଏମ୍‌) ର ନୂତନ ଶାଖା ନିକଟରେ କଟକ ନିକଟସ୍ଥ ଗୋପାଳପୁରଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଅର୍ଥ ବିଭାଗର...

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା...

ଡିପିଆର୍‌ ବିକଶିତ କରିବ ସିପିସିଏଲ୍‌

ଭୁବନେଶ୍ୱର,୨୪।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ସମନ୍ବିତ ଭିତ୍ତିଭୂମି ପରାମର୍ଶଦାତା କ୍ଷେତ୍ରରେ ଅଗ୍ରଣୀ କମ୍ପାନୀ ଚୈତନ୍ୟ ପ୍ରୋଜେକ୍ଟସ କନ୍‌ସଲଟାନ୍ସି ଲିମିଟେଡ (ସିପିସିଏଲ୍‌) କୁ ନିକଟରେ...

ଓଡ଼ିଶାରେ ଅଟୋମେଟେଡ୍‌ ଇ-ଷ୍ଟାମ୍ପିଙ୍ଗ୍‌ ସଲ୍ୟୁଶନର ଶୁଭାରମ୍ଭ

ଭୁବନେଶ୍ୱର,୨୪।୧୨: ଓଡ଼ିଶା ସରକାରଙ୍କ ପକ୍ଷରୁ ସ୍ବିଫ୍ଟ ଇଣ୍ଡିଆର ପ୍ଲାଟ୍‌ଫର୍ମରେ ଷ୍ଟକ ହୋଲ୍ଡିଙ୍ଗ୍‌ ସହ ସହଭାଗିତାରେ ଇଲେକ୍‌ଟ୍ରୋନିକ ବ୍ୟାଙ୍କ ଗ୍ୟାରେଣ୍ଟି ପାଇଁ ଅଟୋମେଟେଡ ଇ-ଷ୍ଟାମ୍ପିଙ୍ଗ୍‌ (ଏଇଏସ୍‌) ସଲ୍ୟୁଶନର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri