ଭୁବନେଶ୍ୱର,୧୦।୧୧: ଓଡ଼ିଆ ବରପୁତ୍ରଙ୍କ ଓ ଓଡ଼ିଶାର ପ୍ରକୃତ ଇତିହାସ ଜାଣିବାକୁ ଗବେଷଣା ହେବ। ଏ ନେଇ ଆଇନ ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶା ଇତିହାସକୁ ନେଇ ଗବେଷଣା ହୋଇନି, ଯାହାକି ଦୁର୍ଭାଗ୍ୟଜନକ। ବିଶ୍ୱବିଦ୍ୟାଳୟର ଏକ ଚେୟାର ବରପୁତ୍ରଙ୍କ ନାଁରେ ପ୍ରତିଷ୍ଠା କରି ଗବେଷଣା କରିବ । ଓଡ଼ିଶାର ଏକ ପ୍ରମୁଖ ରାସ୍ତାକୁ ଜୟୀ ରାଜଗୁରୁଙ୍କ ନାଁରେ ନାମିତ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।