କଟକ ଅଫିସ,୮।୮-କଟକ ସହରରୁୁ ଶନିବାର ପୁଣି ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪୬ ଜଣ ପୁଣି ମାଲଗୋଦାମ ବେହେରା ସାହି କଣ୍ଟେନମେଣ୍ଟ ଜୋନରୁ ଚିହ୍ନଟ ହୋଇଛନ୍ତି। ସେହିପରି ହୋମ କ୍ୱାରାଣ୍ଟାଇନରୁ ୭, ସରକାରୀ କ୍ୱାରାଣ୍ଟାଇନରୁ ୭ ଏବଂ ୧୬ ଜଣ ଲୋକାଲ କଣ୍ଟାକ୍ଟ କେସ୍ ଚିହ୍ନଟ ହୋଇଛନ୍ତି। ଏ ନେଇ ସିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା କଟକ ସହରରୁ ୧୫୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦ ଜଣ ପ୍ରାଣ ହରାଇଛନ୍ତି। ୭୬୩ ଜଣ ସୁସ୍ଥ ହୋଇଛନ୍ତି। ୭୭୩ ଜଣ ବର୍ତ୍ତମାନ ବିଭିନ୍ନ କୋଭିଡ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏ ନେଇ ସିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
#COVID19 update in Cuttack city (CMC area)
Out of the 98 new COVID-19 +ve cases reported today in #Cuttack district, 76 +ve cases belong to Cuttack city (CMC area).
Another 70 recoveries have been reported recently! KUDOS to the efforts of all doctors & healthcare staff. pic.twitter.com/4x22Hmw9Rt
— CMC,Cuttack (@CMCCuttack) August 8, 2020