ଭୁବନେଶ୍ୱରରୁ ଆଜି ଆଉ ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ୧୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୪୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୭୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share