ଆଜିଠାରୁ ମା’ ଭଗବତୀଙ୍କ ପୀଠରେ ୧୪୪ ଧାରା

ଖୋର୍ଦ୍ଧା ଅଫିସ,୬।୧୦: ଖୋର୍ଦ୍ଧା ବାଣପୁର ଅଧିଷ୍ଠାତ୍ରୀ ଦେବୀ ମା’ ଭଗବତୀଙ୍କ ପୀଠରେ ବୁଧବାର ୧୪୪ ଧାରା ଲାଗୁ ହେବ। ଏହା ସନ୍ଧ୍ୟାରେ ଲାଗୁ ହେବା ନେଇ ଜଣାପଡ଼ିଛି। ପାର୍ବଣରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଚାଲିଥିବାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଆଶଙ୍କା କରି ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି । ଆଜି ସନ୍ଧ୍ୟା ୭ଟାରୁ ଆସନ୍ତା ୧୫ ତାରିଖ ସକାଳ ୬ଟା ଯାଏ ବାଣପୁର କଲେଜ ଛକରୁ ମା’ଙ୍କ ମନ୍ଦିର ଯାଏ ୧୪୪ ଧାରା ଜାରି କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ-ଛାତ୍ରୀଛାତ୍ରଙ୍କ ଅଭିନବ ପ୍ରୟାସ: ନାଟକ ମାଧ୍ୟମରେ ଉପସ୍ଥାପନ କଲେ ସ୍କୁଲର ବିଭିନ୍ନ ସମସ୍ୟା

ଥୁଆମୂଳ ରାମପୁର,୧୧।୦୧(ଦୁର୍ଗା କୀର୍ତ୍ତି): ବିଭିନ୍ନ ସମସ୍ୟା ଘେରରେ ବ୍ଲକ ମୁଖ୍ୟାଳୟ ସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ। ବିଦ୍ୟାଳୟର ବିଭିନ୍ନ ସମସ୍ୟା ପ୍ରଶାସନ ସମାଧାନ...

ସରିଲା ଘୁମୁରା: ଯାଦୁ କଳାକାରଙ୍କ ଅଭିନୟ ଦର୍ଶକଙ୍କୁ କଲା ବିମୋହିତ

କେସିଙ୍ଗା,୧୨।୧(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ୨୭ତମ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଉଦଯାପିତ ହୋଇ ଯାଇଛି। ଏହି ଉପଲକ୍ଷେ ସ୍ଥାନୀୟ ବୁଢାଡଙ୍ଗର...

ନିଶ୍ଚିହ୍ନହେବାକୁ ବସିଛି ଇକୋଲୋଜିକାଲ ପାର୍କ

ଭବାନୀପାଟଣା,୧୨ା୧(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ ଋଷିଗାଁ ୨୬ ନମ୍ବର ଜାତୀୟ ରାଜପଥ କଡରେ ଥିବା ଜିଲାର ପ୍ରଥମ ଇକୋଲୋଜିକାଲ ପାର୍କ ରକ୍ଷଣାବେକ୍ଷଣ...

ସୁଧୁରିନି ଧାନବିକ୍ରି ସମସ୍ୟା, ବଢୁଛି ଅସନ୍ତୋଷ

ମଥୁରାନଗରୀ,୧୨।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ସପ୍ତାହକ ପରେ ୨ମାସ ପୂରିବ। ଅଥଚ ଜିଲାରେ ଧାନବିକ୍ରି ସମସ୍ୟାରେ ଆଶାନୁରୂପ ସୁଧାର ଆସି...

ଦର୍ଶକଙ୍କ ହୃଦୟ ଜିତିଲେ ସୌରଭ-ସତ୍ୟଜିତ

ଦାରିଙ୍ଗବାଡି, ୧୨।୧ (ଅରୁଣ ସାହୁ )-ଦାରିଙ୍ଗବାଡି ଶୀତ ମହୋତ୍ସବରେ ବିଶିଷ୍ଠ କଳାକାରଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିନ ମହୋତ୍ସବରେ ବିଶିଷ୍ଠ...

ସତ୍ୟଜିତଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ: ଶୀତ ମହୋତ୍ସବର ପ୍ରଥମ ଦିନରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି,୧୨।୧(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଶୀତ ମହୋତ୍ସବର ପ୍ରଥମ ଦିନରେ ରାଜ୍ୟର ସୁନାମଧନ୍ୟ କଳାକାରଙ୍କ ଦ୍ୱାରା ମଞ୍ଚ ଦୁଲୁକିଛି। ପ୍ରକାଶ ଯେ, ତିନିଦିନିଆ ଶୀତ ମହୋତ୍ସବ...

ଗର୍ବ ନ ଆଣି ମନରେ କୃତଜ୍ଞତା ଆଣନ୍ତୁ : ତଥାଗତ

ଢେଙ୍କାନାଳ,୧୨ା୧ (ରତନ ନାୟାର):ଆମେ ଗର୍ବ ନ ଆଣି ମନରେ କୃତଜ୍ଞତା ଆଣିବା ଉଚିତ ବୋଲି ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ର ସମ୍ପାଦକ ତଥାଗତ ସତପଥୀ କହିଛନ୍ତି।...

ଚେନ୍ନାଇରେ ୨ ଓଡ଼ିଆ ଶ୍ରମିକଙ୍କୁ ହତ୍ୟା

ବଲାଙ୍ଗୀର, ୧୨ା୧(ବୀରେନ୍ଦ୍ର କୁମାର ଝାଙ୍କର):ଦାଦନ ଖଟିବାକୁ ଯାଉଥିବା ଶ୍ରମିକମାନେ କିଭଳି ଦୁର୍ଦ୍ଦଶାର ସମ୍ମୁଖୀନ ହୁଅନ୍ତି ତାହାର ଅନେକ ଦୃଷ୍ଟାନ୍ତ ପୂର୍ବରୁ ଦେଖିବାକୁ ମିଳିଛି। ସାଧାରଣତଃ ସେମାନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image