ରାଜ୍ୟରେ ସୁସ୍ଥ ହେଲେ ୧୫୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୯ା୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୪, କଟକରୁ ୧୧୪, ଅନୁଗୋଳରୁ ୧୦୮, ମୟୁରଭଞ୍ଜରୁ ୯୫, ଜଗତସିଂହପୁରରୁ ୯୦, ନୂଆପଡାରୁ୮୧, କେନ୍ଦ୍ରାପଡାରୁ ୭୨, ଢେଙ୍କାନାଳରୁ ୬୮, ପୁରୀରୁ ୬୩, ବରଗଡରୁ ୬୧, ବାଲେଶ୍ୱରରୁ ୫୯, ବଲାଙ୍ଗୀରରୁ ୫୫, ନୟାଗଡରୁ ୪୯, ଯାଜପୁରରୁ ୩୮, କେନ୍ଦୁଝରରୁ ୩୩, ସମ୍ବଲପୁରରୁ ୩୩, କଳାହାଣ୍ଡିରୁ ୩୧, ମାଲକାନଗିରିରୁ ୨୯, ସୋନପୁରରୁ ୨୩, ନବରଙ୍ଗପୁରରୁ ୨୦, କୋରାପୁଟରୁ ୧୯, ଗଞ୍ଜାମରୁ ୧୮, ଝାରସୁଗୁଡାରୁ ୧୭, ରାୟଗଡାରୁ ୧୩, କନ୍ଧମାଳରୁ ୧୧, ଭଦ୍ରକରୁ ୧୦, ଦେବଗଡରୁ ୪, ଗଜପତିରୁ ୩ ଏବଂ ଷ୍ଟେଟପୁଲରୁ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହେଉଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share