ରାଜ୍ୟରେ ସୁସ୍ଥ ହେଲେ ୧୮୦୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୧୮୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୩୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୪୮, ନୂଆପଡାରୁ ୧୦୦, ମୟୂରଭଞ୍ଜରୁ ୯୪, ଅନୁଗୋଳରୁ ୮୧, ସୁନ୍ଦରଗଡରୁ ୭୬, କେନ୍ଦୁଝରରୁ ୭୪, ବାଲେଶ୍ୱରରୁ ୭୨, ପୁରୀରୁ ୬୯, ଯାଜପୁରରୁ ୬୬, ବରଗଡରୁ ୬୫, କେନ୍ଦ୍ରାପଡାରୁ ୬୨, ବଲାଙ୍ଗୀରରୁ ୬୧, ଭଦ୍ରକରୁ ୬୦, ଜଗତସିଂହପୁରରୁ ୬୦, ନବରଙ୍ଗପୁରରୁ ୫୩, କୋରାପୁଟରୁ ୪୪, କଳାହାଣ୍ଡିରୁ ୪୨, ଝାଡସୁଗୁଡାରୁ ୪୦, ଢେଙ୍କାନାଳରୁ ୩୫, ମାଲକାନଗିରିରୁ ୩୫, ସମ୍ବଲପୁରରୁ ୩୫, ଗଞ୍ଜାମରୁ ୨୯, କନ୍ଧମାଳରୁ ୨୯, ସୋନପୁରରୁ ୨୯, ନୟାଗଡରୁ ୨୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ରାୟଗଡାରୁ ୧୨, ଦେଓଗଡରୁ ୮, ଗଜପତିରୁ ୭, ବୌଦ୍ଧରୁ ୬, ଷ୍ଟେଟପୁଲରୁ ୪୮ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share