ଭୁବନେଶ୍ୱର,୧ା୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୧୮୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୫୨, ଅନୁଗୋଳରୁ ୧୪୮, ସୁନ୍ଦରଗଡରୁ ୯୭, ପୁରୀରୁ ୯୬, ମୟୂରଭଞ୍ଜରୁ ୮୩, ବଲାଙ୍ଗିରିରୁ ୭୬, ଯାଜପୁରରୁ ୭୬, କେନ୍ଦୁଝରରୁ ୬୮, ଭଦ୍ରକରୁ ୬୭, କେନ୍ଦ୍ରାପଡାରୁ ୬୨, ବରଗଡରୁ ୬୧, ଜଗତସିଂହପୁରରୁ ୬୦, ନୂଆପଡାରୁ ୫୮, କୋରାପୁଟରୁ ୪୯, କଳାହାଣ୍ଡିରୁ ୪୫, ବାଲେଶ୍ବରରୁ ୪୨, ନବରଙ୍ଗପୁରରୁ ୩୯, ସମ୍ବଲପୁରରୁ ୩୯, ଝାରସୁଗୁଡାରୁ ୩୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ମାଲକାନଗିରିରୁ ୩୪, ନୟାଗଡରୁ ୩୦, ବୌଦ୍ଧରୁ ୨୩, ଗଞ୍ଜାମରୁ ୨୩, ଢେଙ୍କାନାଳରୁ ୨୧, କନ୍ଧମାଳରୁ ୧୮, ଗଜପତିରୁ ୧୫, ରାୟଗଡାରୁ ୧୨, ସୋନପୁରରୁ ୧୫, ଦେବଗଡରୁ ୭, ଏବଂ ଷ୍ଟେଟ ପୁଲରୁ ୪୪ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
Another 1815 Covid patients have recovered and are being discharged on 01.11.2020
220 from Khordha
152 from Cuttack
148 from Anugul
97 from Sundargarh
96 from Puri
83 from Mayurbhanj
76 from Bolangir
76 from Jajapur
68 from Keonjhar
67 from Bhadrak
62 from Kendrapara— H & FW Dept Odisha (@HFWOdisha) November 1, 2020