Posted inରାଜ୍ୟ

ଆରୋଗ୍ୟ ହେଲେ ଆଉ ୨୭୯୬ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରେ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ଆଉ ୨୭୯୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୮୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୭୯, ଯାଜପୁରରୁ ୧୪୮, ଅନୁଗୋଳରୁ ୧୩୫, ପୁରୀରୁ ୧୨୭, ନବରଙ୍ଗପୁରରୁ ୧୨୦, ବଲାଙ୍ଗିରରୁ ୧୦୭, ସମ୍ବଲପୁରରୁ ୧୦୬, କେନ୍ଦ୍ରାପଡ଼ାରୁ ୧୦୨, ବରଗଡ଼ ଓ ନୂଆପଡ଼ାରୁ ୯୭ ଲେଖାଏ, ମୟୂରଭଞ୍ଜରୁ ୯୬, ସୁନ୍ଦରଗଡ଼ରୁ ୭୭, କଳାହାଣ୍ଡିରୁ ୭୬, ବାଲେଶ୍ୱରରୁ ୭୫, ସୋନପୁରରୁ ୭୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଜଗତସିଂହପୁରରୁ ୫୨, କନ୍ଧମାଳରୁ ୫୦, କୋରାପୁଟରୁ ୪୭, ଭଦ୍ରକରୁ ୪୨, କେନ୍ଦୁଝର ଓ ମାଲକାନଗିରିରୁ ୪୧ ଲେଖାଏ, ନୟାଗଡ଼ରୁ ୩୭ , ଗଞ୍ଜାମରୁ ୩୪, ଢେଙ୍କାନାଳରୁ ୩୩, ଝାରସୁଗୁଡ଼ାରୁ ୩୧, ଦେବଗଡ଼ ଓ ଗଜପତିରୁ ୧୭ ଲେଖାଏ, ବୌଦ୍ଧରୁ ୫, ରାୟଗଡ଼ାରୁ ୪,ରାଜ୍ୟ ପୁଲରୁ ୧୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦୀଙ୍କ ନିସ୍ତାର ନାହିଁ; ସାମିଲ ଥିଲେ ୩ ପାକିସ୍ତାନୀ ଏବଂ ୨ କଶ୍ମୀରୀ

ପହଲଗାମ୍‌,୨୪।୪: ଜମ୍ମୁ କଶ୍ମୀର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ୫ ଆତଙ୍କବାଦୀଙ୍କୁ ଚିହ୍ନଟ କରାଯାଇଛି। ତେବେ ଏହି ଆକ୍ରମଣରେ ୩ ଜଣ ପାକିସ୍ତାନୀ ନାଗରିକ ଏବଂ...

କଶ୍ମୀର ଟୁର୍‌ ବାତିଲ କରୁଛନ୍ତି ୯୦% ପର୍ଯ୍ୟଟକ

ନୂଆଦିଲ୍ଲୀ, ୨୪।୪: ଜମ୍ମୁ-କଶ୍ମୀରର ପହଲ୍‌ଗାମ ଆତଙ୍କବାଦୀ ଆକ୍ରମଣର ପ୍ରଭାବ ପର୍ଯ୍ୟଟନ କ୍ଷେତ୍ର ଉପରେ ପଡ଼ିଛି। ଲୋକମାନେ ବଡ଼ସଂଖ୍ୟାରେ ଜମ୍ମୁ-କଶ୍ମୀର ଭ୍ରମଣ ପାଇଁ କରିଥିବା ଅଗ୍ରିମ ବୁକିଂକୁ...

ଜାତୀୟ ପଞ୍ଚାୟତିରାଜ ଦିବସ ଏବଂ ଓଡ଼ିଶା

ପଞ୍ଚାୟତ ବ୍ୟବସ୍ଥା ଆଜିର ନୁହେଁ, କେଉଁ ଆବହମାନ କାଳରୁ ଆମ ସମାଜରେ ଏହା ପ୍ରଚଳିତ ହୋଇଆସୁଛି। ସେଥିପାଇଁ ଆମ ଗଁା ଗହଳିରେ କଥା କଥାରେ କହନ୍ତି,...

ବାଲେଶ୍ୱରରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ଘୋଷଣା

ଭୁବନେଶ୍ୱର,୨୪।୪: ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ...

କଶ୍ମୀରୀ ଖବରକାଗଜ ପୃଷ୍ଠାରେ ପହଲଗାମ୍‌ ଆକ୍ରମଣର ପ୍ରତିବାଦ

ପହଲଗାମ୍‌,୨୪।୪: ପହଲଗାମ୍‌ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ଘଟିବା ପରେ ବୁଧବାର ଜମ୍ମୁ-କଶ୍ମୀରରୁ ପ୍ରକାଶ ପାଇଥିବା ଖବରକାଗଜଗୁଡ଼ିକରେ ପ୍ରତିବାଦର ସ୍ବର ପ୍ରତିଧ୍ୱନିତ ହୋଇଛି। ଇଂଲିଶ ଓ...

ଆଜିଠାରୁ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟରେ ଖରାଛୁଟି

ଭୁବନେଶ୍ୱର,୨୪।୪(ସୁଚିସ୍ମିତା ସାହୁ): ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ଏଥିରୁ ଛାତ୍ରୀଛାତ୍ରଙ୍କୁ ସୁରକ୍ଷା ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାରଠାରୁ ଉଚ୍ଚଶିକ୍ଷା ବିଭାଗ...

Terror Attack Death: ଜନ୍ମମାଟିରେ ପହଞ୍ଚିଲା ଓଡ଼ିଆ ପୁଅଙ୍କ ମର ଶରୀର

ବାଲେଶ୍ୱର,୨୪।୭: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି...

Kashmir Terror Attack: ଆଉ ଜଣେ ଓଡ଼ିଆ ମୃତ

ଲାଠୋର,୨୪ା୪(ଭୁବନେଶ୍ୱର ବାରିକ): ମଙ୍ଗଳବାର ଅପରାହ୍ନରେ ଜମ୍ମୁ-କଶ୍ମୀରର ପହଲଗାମ୍‌ ଜିଲାରେ ହୋଇଥିବା ଆତଙ୍କବାଦୀଙ୍କ ଆକ୍ରମଣରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଲାଠୋର ଗ୍ରାମର ଦିନେଶ ଅଗ୍ରୱାଲ(୪୫) ପ୍ରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image