ଭୁବନେଶ୍ୱର,୭।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୦୩୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୨୪୨, ବରଗଡରୁ ୧୬୮, ଗଞ୍ଜାମରୁ ୧୫୪, କଟକରୁ ୧୫୦, ରାୟଗଡାରୁ ୧୩୯, ବାଲେଶ୍ୱରରୁ ୯୭, ସୁନ୍ଦରଗଡରୁ ୯୭, କେନ୍ଦୁଝରରୁ ୯୫, ସମ୍ବଲପୁରରୁ ୮୩, କେନ୍ଦ୍ରାପଡାରୁ ୮୦, ଯାଜପୁରରୁ ୭୯, କୋରାପୁଟରୁ ୭୯, ଝାଡସୁଗୁଡାରୁ ୭୦, ମାଲକାନଗିରିରୁ ୬୮,ପୁରୀରୁ ୫୮, ଜଗତସିଂହପୁରରୁ ୫୭, ଢେଙ୍କାନାଳରୁ ୫୬, ଅନୁଗୋଳରୁ ୪୯, ବଲାଙ୍ଗୀରରୁ ୪୬, ଭଦ୍ରକରୁ ୪୨, କନ୍ଧମାଳରୁ୪୦, ସୋନପୁରରୁ ୪୦, ନବରଙ୍ଗପୁରରୁ ୩୫, ନୟାଗଡରୁ ୩୧, ଗଜପତିରୁ ୨୬, କଳାହାଣ୍ଡିରୁ ୨୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବୌଦ୍ଧରୁ ୨୧, ନୂଆପଡାରୁ ୧୨, ଦେଓଗଡରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
Another 3034 #COVID19 patients have recovered and are being discharged on 07.09.2020
892 from Khordha
242 from Mayurbhanj
168 from Bargarh
154 from Ganjam
150 from Cuttack
139 from Rayagada
97 from Baleswar
97 from Sundargarh
95 from Keonjhar
83 from Sambalpur
80 from Kendrapara— H & FW Dept Odisha (@HFWOdisha) September 7, 2020