Categories: ରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୮୨ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୪।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୩୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୦୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୪୪, ବରଗଡରୁ ୨୬୨, ଯାଜପୁରରୁ ୧୭୭, ମୟୂରଭଞ୍ଜରୁ ୧୭୫, ଭଦ୍ରକରୁ ୧୬୭, ବାଲେଶ୍ୱରରୁ ୧୫୬, ଢେଙ୍କାନାଳରୁ ୧୪୬, ପୁରୀରୁ ୧୧୨, ଜଗତସିଂହପୁରରୁ ୧୦୨, ରାୟଗଡାରୁ ୯୫, ଗଞ୍ଜାମରୁ ୯୪, ସମ୍ବଲପୁରରୁ ୯୪, ଅନୁଗୋଳରୁ ୯୧, ନୟାଗଡରୁ ୯୦, ସୋନପୁରରୁ ୯୦, ବଲାଙ୍ଗୀରରୁ ୮୦, ନବରଙ୍ଗପୁରରୁ ୭୦, ସୁନ୍ଦରଗଡରୁ ୭୦, ଝାରସୁଗୁଡାରୁ ୬୮, କେନ୍ଦ୍ରାପଡାରୁ ୬୪, କୋରାପୁଟରୁ ୬୪, କେନ୍ଦୁଝରରୁ ୫୧, କନ୍ଧମାଳରୁ ୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ନୂଆପଡାରୁ ୪୦, କଳାହାଣ୍ଡିରୁ ୩୯, ଗଜପତିରୁ ୨୯, ବୌଦ୍ଧରୁ ୨୭, ମାଲକାନଗିରିରୁ ୨୫ ଓ ଦେବଗଡରୁ ୧୨ ଜଣ ଲେଖାଏ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share