ରାଜ୍ୟରେ ସୁସ୍ଥ ହେଲେ ୩୭୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୪୮, ସୁନ୍ଦରଗଡରୁ ୪୩, ବାଲେଶ୍ୱରରୁ ୨୩, କଟକରୁ ୨୩, ପୁରୀରୁ ୨୨, ବରଗଡରୁ ୧୯, ବଲାଙ୍ଗୀରରୁ ୧୯, କଳାହାଣ୍ଡିରୁ ୧୯, ମୟୂରଭଞ୍ଜରୁ ୧୮, ସମ୍ବଲପୁରରୁ ୧୪, ନୂଆପଡାରୁ ୧୧, ଝାରସୁଗୁଡାରୁ ୧୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଗଞ୍ଜାମରୁ ୯, ଯାଜପୁରରୁ ୮, ଜଗତସିଂହପୁରରୁ ୭, ଭଦ୍ରକରୁ ୫, କେନ୍ଦ୍ରାପଡାରୁ ୫, ଢେଙ୍କାନାଳରୁ ୩, ବୌଦ୍ଧରୁ ୨, ନବରଙ୍ଗପୁରରୁ ୨, ନୟାଗଡରୁ ୨, ରାୟଗଡାରୁ ୨, କନ୍ଧମାଳରୁ ୧, କୋରାପୁଟରୁ ୧ ଓ ଷ୍ଟେଟପୁଲରୁ ୧୦ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share