ରାଜଧାନୀରୁ ଆଉ ୩୯୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୩।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୯୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୭୯ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୬୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୬୨୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୧୪୩୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୬୨ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୪୭୩୫ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ OASଙ୍କୁ ମିଳିଲା IAS ପାହ୍ୟା, ଜାଣନ୍ତୁ କିଏ କିଏ ପାଇଲେ ପଦୋନ୍ନତି

ଭୁବନେଶ୍ୱର,୧ା୪: ରାଜ୍ୟ ସରକାରଙ୍କ ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କୁ ଏପ୍ରିଲ ପହିଲାରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ପାହ୍ୟାକୁ ପଦୋନ୍ନତି ମିଳିଛି। ଏସଂକ୍ରାନ୍ତରେ କେନ୍ଦ୍ର...

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜିପି

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜିପି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା...

ଚାଲିଥିଲା ସେକ୍ସ ର଼୍ୟାକେଟ୍‌: ଗ୍ରାହକ ସାଜି ରାଣୀ ମହୁମାଛିଙ୍କ ସମେତ ୫ ଜଣଙ୍କୁ ଧରିଲା ପୋଲିସ

ରାଉରକେଲା,୧ା୪: ସୁନ୍ଦରଗଡ଼ ଜିଲା ଝିରପାଣି ଥାନା କୋଏଲ ନଗର ଅଞ୍ଚଳରେ ମଙ୍ଗଳବାର ଏକ ସେକ୍ସ ର଼୍ୟାକେଟ୍‌ ଠାବ ହୋଇଛି। ରାଣୀ ମହୁମାଛିଙ୍କ ସମେତ ୫ ଦେହଜୀବୀଙ୍କୁ...

ଧାନ ସଂଗ୍ରହ ଶେଷ: ଜାଣନ୍ତୁ ଏବର୍ଷ କିଣାହେଲା କେତେଟନ୍‌

ଭୁବନେଶ୍ୱର,୧।୪: ଧାନ ସଂଗ୍ରହ ଶେଷ ହୋଇଥିବା ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ସୂଚନା ଦେଇଛନ୍ତି, ସେ କହିଛନ୍ତି, ମାର୍ଚ୍ଚ ୩୧ ସୁଦ୍ଧା ଧାନ ସଂଗ୍ରହ ଶେଷ...

‘ନ୍ୟାୟ ନ ମିଳିଲେ ଯାତ୍ରା ଜଗତରୁ ସନ୍ୟାସ ନେବି, ପ୍ରମାଣ ଦେଲେ ୩ ବର୍ଷ ବିନା ପାରିଶ୍ରମିକରେ ଅଭିନୟ କରିବି’

ଭୁବନେଶ୍ୱର,୧।୪: ଯାତ୍ରା ହାସ୍ୟ ଅଭିନେତା ନରି ପଣ୍ଡାଙ୍କୁ ମାଡ ଘଟଣାରେ ନୂଆ ମୋଡ଼ ନେଇଛି। ସେ ଥାନାରେ ଏତଲା ଦେଇ କହିଛନ୍ତି, କୌଣସି ପରିସ୍ଥିତିରେ ମାଡ...

ଭଡ଼ା ଘରେ ରହୁଛନ୍ତି ବାପା-ମା’: ଆଇପିଏଲରେ ଚମତ୍କାର କଲେ ପୁଅ

ନୂଆଦିଲ୍ଲୀ,୧।୪: ପ୍ରିୟାଂଶ ଆର୍ଯ୍ୟା ଆଇପିଏଲରେ ଡେବ୍ୟୁ କରିଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ୍‌ରେ ଏହି ଖେଳାଳି ଦ୍ରୁତ ୪୭ ରନ କରି ପଞ୍ଜାବ କିଙ୍ଗସକୁ ଏକ...

IPL 2025: ରୋହିତ ଶର୍ମାଙ୍କୁ ଇଗନୋର କଲେ ନୀତା ଅମ୍ବାନୀ, ସୋସିଆଲ ମିଡିଆରେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୪: ରୋହିତ ଶର୍ମାଙ୍କ ପାଇଁ ଆଇପିଏଲ ୨୦୨୫ କିଛି ଖାସ୍‌ ହୋଇନାହିଁ। ପ୍ରଥମ ତିନୋଟି ମ୍ୟାଚରେ ହିଟମ୍ୟାନଙ୍କ ପ୍ରଦର୍ଶନ ବହୁତ ଲଜ୍ଜାଜନକ ଥିଲା। ଏହି କାରଣରୁ...

ଏପ୍ରିଲ ୩ରୁ ୩ ଦିନ ଧରି କୁଆପଥର ବର୍ଷା

ଭୁବନେଶ୍ୱର,୧।୪: ଏପ୍ରିଲ ୩ରୁ ୩ ଦିନ ଧରି ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ୯ ଜିଲାକୁ ଅରେଞ୍ଜ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image