ଭୁବନେଶ୍ୱର,୨୮ ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୬୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୯୯୭୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୧୮ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୪୭୭ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।
Update on newly detected #COVID19 cases in the last
24 hrs under the BMC area on 28th Nov (till 9am) pic.twitter.com/1Fk8HCV6w4— BMC (@bmcbbsr) November 28, 2020