ଭୁବନେଶ୍ୱରରୁ ଆଜି ୫୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୫୪

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୫୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share