କଟକ ଅଫିସ,୨।୧୧-କଟକ ସହରରୁ ଆଜି ମୋଟ୍ ୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୩୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୨ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
#COVID19 update in Cuttack city (CMC area)
Out of the 101 new COVID19 +ve cases reported today in #Cuttack district, 65 +ve cases belong to Cuttack city (CMC area).
Another 46 recoveries (1st November data) have been reported recently! KUDOS to all doctors & healthcare staff. pic.twitter.com/5AD31Hpdy0
— CMC,Cuttack (@CMCCuttack) November 2, 2020