ଆଜି ରାଜ୍ୟରେ ୬୮କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୯ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୪ ହଜାର ୫୯୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୪, ଭଦ୍ରକରୁ ୧, ବଲାଙ୍ଗୀରରୁ ୧, କଟକରୁ ୬, ଦେବଗଡ଼ରୁ ୧, ଯାଜପୁରରୁ ୪, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୧୪, ମୟୂରଭଞ୍ଜରୁ ୧, ନୟାଗଡ଼ରୁ ୬, ନୂଆପଡ଼ାରୁ ୩, ପୁରୀରୁ ୮, ସମ୍ବଲପୁରର ୁ୫, ସୁନ୍ଦରଗଡ଼ରୁ ୯ ଓ ଷ୍ଟେଟ୍‌ ପୁଲ୍‌ରୁ ୩ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ଲ୍ୟାଣ୍ଡଫଲ କରିବ ବାତ୍ୟା, ପ୍ରଭାବରେ ଓଡ଼ିଶାରେ …

ଭୁବନେଶ୍ବର,୨୯।୧୧: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହୋଇ ଶୁକ୍ରବାର ବାତ୍ୟାର ରୂପ ନେବ। ଏହା ପ୍ରଭାବରେ ତାମିଲନାଡ଼ୁରେ ପ୍ରବଳ ବର୍ଷା ହେଉଥିବା...

କୋର୍ଟ ରୁମ୍‌ରେ ପଶିଲା ହନୁ, ଭାଇରାଲ୍ ହେଲା ଭିଡିଓ

ଖୋର୍ଦ୍ଧା,୨୯।୧୧(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଚାରପତି କୋର୍ଟରେ ଏକ ମାମଲାର ସାକ୍ଷ୍ୟ...

ପର୍ଯ୍ୟଟକଙ୍କୁ ନିଜ ଆଡ଼କୁ ଟାଣି ଆଣୁଛି ଶାନ୍ତି ଉପତ୍ୟକା, ଜମୁଛି ଭିଡ଼

ଦାରିଙ୍ଗବାଡ଼ି,୨୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକ ବୁଲିବା ପାଇଁ ଆସିଲେ ଅନେକ ପର୍ଯ୍ୟଟନକ୍ଷେତ୍ର ଦେଖିବାର ସୁଯୋଗ ପାଇଥାନ୍ତି। ହେଲେ ଏଠାରେ ଏଭଳି ଏକ ପ୍ରମୁଖ...

ସୁଧୁରୁନାହାନ୍ତି ଟ୍ରୁଡୋ: ଭାରତ ବିରୋଧରେ ରଚୁଛନ୍ତି ଷଡଯନ୍ତ୍ର

ନୂଆଦିଲ୍ଲୀ,୨୯।୧୧: ଭାକ୍ୟୁମ୍ବରରେ ଥିବା ଇଣ୍ଡିଆନ କନସୁଲେଟର ଅଧିକାରୀମାନଙ୍କୁ ଅଡିଓ ଏବଂ ଭିଡିଓ ନଜରରେ ରଖାଯିବା ବିଷୟରେ ନିକଟରେ କାନାଡା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ବୈଦେଶିକ ବ୍ୟାପାର...

ମହିଳାଙ୍କ ନାମରେ ଋଣ ଟଙ୍କା ଉଠାଇ ସପରିବାର ଫେରାର ହୋଇଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୯ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତ ନୂଆଗଡ଼ ଗ୍ରାମର କିଛି ମହିଳାଙ୍କ ନାମରେ ପ୍ରାୟ ସାଢ଼େ ୫ ଲକ୍ଷ...

୨ ବର୍ଷରେ ୨୩,୬୫୫ ସଡ଼କ ଦୁର୍ଘଟଣା

ଭୁବନେଶ୍ୱର,୨୯ା୧୧ (ଅନୁରାଧା ମହାରଣା): ୨୦୨୨ ଓ ୨୦୨୩ରେ ରାଜ୍ୟରେ ୨୩,୬୫୫ ସଡ଼କ ଦୁର୍ଘଟଣା ଘଟିଛି। ୨୦୨୨ରେ ୧୧,୬୬୩ଟି ଦୁର୍ଘଟଣା ଘଟିଥିବାବେଳେ ୨୦୨୩ରେ ଏହି ସଂଖ୍ୟାରେ ୩୨୯...

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳ ବଦଳ

ଭୁବନେଶ୍ୱର,୨୯ା୧୧(ଅନିଲ ଦାସ):ରାଜ୍ୟ ସରକାର ଓଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମୋଟ ୧୯ଜଣ ଓଏଏସ୍‌ ଅଫିସରଙ୍କୁ ନୂଆ ଦାୟିତ୍ୱ ନ୍ୟସ୍ତ ହୋଇଛି। ଏନେଇ ଗୁରୁବାର...

ଓଡ଼ିଶାରେ ୧.୩୭ ଲକ୍ଷ କୋଟିର ପୁଞ୍ଜି ବିନିଯୋଗକୁ ଅନୁମୋଦନ, ସଫଳତା ଦେଲା ଉତ୍କର୍ଷ ଓଡ଼ିଶା ରୋଡ୍‌ ଶୋ’

ଭୁବନେଶ୍ୱର,୨୯ା୧୧(ଅନୁରାଧା ମହାରଣା): ଓଡିଶା ୧.୩୭ ଲକ୍ଷ କୋଟିର ପୁଞ୍ଜି ବିନିଯୋଗ ହାସଲ କରିଛି। ଏହା ଭାରତର ଶିଳ୍ପ ଅଭିବୃଦ୍ଧିକୁ ବୃଦ୍ଧି କରିବା ସହ ବିକାଶଶୀଳ ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri