ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୧୭।୫: ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେନେଇ ବୁଧବାର ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ସେବା ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ଦର୍ଶନ ବନ୍ଦ ରହିବ। ଏହି ନୀତି ଅନୁସାରେ ଶ୍ରୀଜିଉଙ୍କ ମୁଖମଣ୍ଡଳକୁ ସଜ୍ଜିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁପ୍ତେଶ୍ୱର ଦର୍ଶନ ପାଇଁ ଯାଉଥିବା ବେଳେ ଘାଟିରେ ଓଲଟିଲା ଟୁରିଷ୍ଟ ବସ୍‌: ୩ ମୃତ,୨୦ ଆହତ 

କୋରାପୁଟ,୨୯।୧୨(ଅମିତାଭ ବେହେରା): କୋରାପୁଟ ଜିଲା ବୈପାରୀଗୁଡା ନିକଟ ସୁକୁନାଳ ନିକଟରେ ଏକ ପର୍ଯ୍ୟଟକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ...

୨ ଶ୍ରମିକଙ୍କ ଉପରେ ମାଡ଼ିଗଲା ଅଭିନେତ୍ରୀଙ୍କ କାର

ମୁମ୍ବାଇ, ୨୯।୧୨: ମୁମ୍ବାଇର କାନ୍ଦିଓ୍ବଲିରେ ଲୋକପ୍ରିୟ ମରାଠୀ ଅଭିନେତ୍ରୀ ଊର୍ମିଳା କୋଠାରେଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଊର୍ମିଳାଙ୍କ ଡ୍ରାଇଭର ଦ୍ରୁତ ଗତିରେ...

ବଢ଼ିପାରେ ବ୍ଲକ୍‌ ସଂଖ୍ୟା: ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୨୯।୧୨ (ଅନିଲ ଦାସ): ରାଜ୍ୟରେ ନୂଆ ବ୍ଲକ ଗଠନ କରିବା ପାଇଁ ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏଥିପାଇଁ ଆବଶ୍ୟକ ପଡ଼ିଲେ ସରକାର ଏକ କମିଶନ...

ଉଜୁଡ଼ା ଧାନକ୍ଷେତ ଦେଖି ୨ ଚାଷୀଙ୍କ ମୃତ୍ୟୁ

ଯାଜପୁର/ବିଞ୍ଝାରପୁର/ଡେରାବିଶ,୨୯।୧୨(ହର୍ଷବର୍ଦ୍ଧନ ବେହେରା/ ରାମକୃଷ୍ଣ ଦାସ/ ବେବର୍ତ୍ତା ଅଜୟ ଦାସ): ଏଥର ଜମିରେ ସୁନାର ଫସଲ ଦେଖି ଚାଷୀ ଆତ୍ମବିଭୋର ହୋଇଥିଲେ। କିନ୍ତୁ ଲଘୁଚାପ ଜନିତ ଅଦିନିଆ...

ରାଜ୍ୟରେ ଝିଅ ସଂଖ୍ୟା ହ୍ରାସ

ଓଡ଼ିଶାରେ ଗତ ୧ ଦଶନ୍ଧି ଧରି ପୁଅଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା ଲଗାତର ହ୍ରାସ ପାଇବାରେ ଲାଗିଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ (ଏନ୍‌ଏଫ୍‌ଏଚ୍‌ଏସ୍‌) ସମେତ...

ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ...

ହୀରକ ଜୟନ୍ତୀ ସମାରୋହ ଉଦ୍‌ଘାଟିତ

ପଞ୍ଚଲିଙ୍ଗେଶ୍ୱର, ୨୮।୧୨(ଲେଲିନ୍‌ କୁମାର ଦେ)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ସନ୍ତରାଗଡିଆ ନୋଡାଲ ହାଇସ୍କୁଲର ହୀରକ ଜୟନ୍ତୀ ଉଦ୍‌ଘାଟିତ ହୋଇଯାଇଛି। ପୁରାତନ ଛାତ୍ର ସଂସଦର ସଦସ୍ୟାସଦସ୍ୟ...

ଇଣ୍ଡିଆ ମେଣ୍ଟର ସ୍ବରରେ ସ୍ବର ମିଶାଇଲା BJD? ପରାଜୟର ୬ ମାସ ପରେ ଇଭିଏମ୍‌ ଉପରେ ପ୍ରଶ୍ନ ଉଠାଇଲେ ନବୀନ

ଭୁବନେଶ୍ୱର,୨୮।୧୨: ନିକଟରେ ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟର ଦଳଗୁଡ଼ିକ ଶୋଚନୀୟ ପରାଜୟ ପରେ ପୁଣି ଇଭିଏମ୍‌ ଅର୍ଥାତ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri