ଆଜି ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ

ଭୁବନେଶ୍ୱର,୧୫।୩: ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଭୁବନେଶ୍ୱର, କଟକ, ବ୍ରହ୍ମପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ଆୟୋଜନ ହୋଇଛି।

ଅନ୍ୟପଟେ ହୋଲି ପାଇଁ କଟକ ସହରରେ ୨୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ ବୋଲି ସୂଚନା ଦେଇଛନ୍ତି କଟକ ଡିସିପି ଋଷିକେଶ ଖିଲାରୀ। ଏପରିକି ମଦ ପିଇ ହୋଲି ଖେଳିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିସିପି କହିଛନ୍ତି। ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୧ଟା ମଧ୍ୟରେ ହୋଲି ଖେଳ ସାରିବାକୁ ଡିସିପି ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି।

ଏପରିକି ହୋଲିରେ ମଦ ଦୋକାନ ବନ୍ଦ ରହିବ ବୋଲି ଡିସିପି ସୂଚନା ଦେଇଛନ୍ତି। ବେଆଇନ ଭାବେ ମଦ ବିକିଲେ ମଧ୍ୟ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି। ନଦୀରେ ନ ଗାଧୋଇ ଘରେ ଗାଧୋଇବାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧବିହାରରେ ଛୁରାମାଡ଼: ୨ଯୁବକ ଗୁରୁତର

ଭୁବନେଶ୍ବର,୧୫।୩: ଭୁବନେଶ୍ବର ବୁଦ୍ଧବିହାରରେ ଶନିବାର ରାତିରେ ଛୁରାମାଡ଼ ହୋଇଛି। ଛୁରାମାଡ଼ରେ ୨ଜଣ ଯୁବକ ଗୁରୁତର ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବ ଶତ୍ରୁତାକୁ...

ହୋଲି ଖେଳି ସେଲ୍‌ଫି ନେଉଥିଲେ ଦୁଇ ଯୁବକ, ଜଳସ୍ରୋତରେ ଭାସିଗଲେ

କୋଟପାଡ଼,୧୫ା୩(ରାଜଶେଖର): କୋରାପୁଟ ଜିଲା କୋଟପାଡ଼ ଗୁଲମୀ ପିକ୍‌ନିକ୍‌ ସ୍ପଟରେ ଗାଧୋଇବାକୁ ଯାଇ ସେଲ୍‌ଫି ନେବା ସମୟରେ ଗଡ଼ ଖୋସି ଛତିଶଗଡ଼ ଜଗଦଳପୁର କୁମାର ପାରା ଅଞ୍ଚଳର...

କୋଲକାତାରୁ ଗିରଫ ହେଲେ ପୂର୍ବତନ ଜିଲାପରିଷଦ ସଭ୍ୟ

ଧର୍ମଶାଳା,୧୫ା୩: ଯାଜପୁର ଜିଲା ଧର୍ମଶାଳା ୧୩ନଂ ଜୋନ୍‌ର ପୂର୍ବତନ ଜିଲା ପରିଷଦ ସଭ୍ୟ ଗିରଫ ହୋଇଛନ୍ତି। ସେ ହେଲେ ନିରଞ୍ଜନ ରାଉତ। ତାଙ୍କୁ ଯାଜପୁର ପୋଲିସର...

୫ବର୍ଷ ଶିଶୁ କନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ଜଣେ ଅଟକ

ଛେଣ୍ଡିପଦା,୧୫।୩(ଅଜିତ ଧଳ): ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ୫ବର୍ଷ ଶିଶୁ କନ୍ୟାଙ୍କ ମୃତଦେହ ପୋଲିସ...

ଆସୁଛି ବର୍ଷା: ଏହି ଦୁଇ ଦିନ ଛେଚିବ

ଭୁବନେଶ୍ୱର,୧୫।୪: ରାଜ୍ୟରେ କିଛିଦିନ ହେଲା ତାପମାତ୍ରା ଉପର ମୁହାଁ ରହିଛି। ଏଭଳି ସ୍ଥିତିରେ ଶନିବାର ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ଅନୁଭୂତ ହୋଇଛି। ଶନିବାର ଦିନ...

ପରିବାର ସହ ଫାର୍ମହାଉସ୍‌ରେ ଭୋଜି କରୁଥିଲେ, ଗାଧୋଇବାକୁ ଯାଇ…

ଭବାନୀପାଟଣା,୧୫ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଶନିବାର ହୋଲି ପରେ ପୁଣି ସାମ୍ନାକୁ ଆସିଲା ଏକ ଦୁଃଖଦ ଘଟଣା। ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କଷାକେନ୍ଦୁ...

ହୋଲିରେ ଅଘଟଣ: ରଙ୍ଗ ଖେଳି ଗାଧୋଇବା ବେଳେ ନଦୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ଭବାନୀପାଟଣା,୧୫ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ହୋଲି ପର୍ବରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସହର ନିକଟିସ୍ଥ ହାତୀ ନଦୀକୁ...

ହୋଲିରେ ରକ୍ତ ରଞ୍ଜିତ ହେଲା ସମ୍ବଲପୁର: ଯୁବକଙ୍କୁ ଛୁରି ଭୁସି ହତ୍ୟା

ସମ୍ବଲପୁର,୧୫।୩(ପ୍ରମୋଦ ବହିଦାର): ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତ ରଞ୍ଜିତ ହୋଇଛି ସମ୍ବଲପୁର ସହର। ଟାଉନ ଥାନା ଅନ୍ତର୍ଗତ ସାହୁ କଲୋନୀରେ ସାମାନ୍ୟ କଥାରେ ବଚସା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image