ଆଜି ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର ନିର୍ବାଚନ

ବ୍ରହ୍ମପୁର ଅଫିସ,୮ା୪:  ବ୍ରହ୍ମପୁର ମହାନଗର ନିଗମର ଡେପୁଟି ମେୟର ପାଇଁ ଶୁକ୍ରବାର ନିର୍ବାଚନ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନପତ୍ର ଦାଖଲ କରାଯିବ। ୧୧ଟାରୁ ମଧ୍ୟାହ୍ନ ୧୨ଟା ସୁଦ୍ଧା ନାମାଙ୍କନ ଯାଞ୍ଚ ଓ ଅପରାହ୍ନ ଗୋଟାଏ ପୂର୍ବରୁ ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯିବ। ଅପରାହ୍ନ ୧ଟା ୩୦ରୁ ୩ଟା ୩୦ ଭିତରେ ନିର୍ବାଚନ ଶେଷ ହେବ। ତେବେ ୪୨ଟି ଓ୍ବାର୍ଡ ମଧ୍ୟରୁ ୩୦ଓ୍ବାର୍ଡରେ ବିଜେଡି କର୍ପୋରେଟର ଜିତିଥିବା ବେଳେ ଭାଜପାର ୭ ଏବଂ ୪ ସ୍ବାଧୀନ କର୍ପୋରେଟର ଜିତିଛନ୍ତି।
ବ୍ରହ୍ମପୁରର ମେୟର ସଂଘମିତ୍ରା ଦଳେଇ ଜଣେ ମହିଳା ହୋଇଥିବାରୁ ଡେପୁଟି ମେୟର ପଦବୀ ଜଣେ ପୁରୁଷଙ୍କ ହାତକୁ ଯାଇପାରେ ବୋଲି ଚର୍ଚ୍ଚା ହେଉଛି। ତେବେ ଦେଖାଯାଉ ଏହି ପଦବୀଟି କାହା ହାତକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ସଂଯୋଗକୁ ନେଇ ଏଲ ଆଣ୍ଡ ଟି କମ୍ପାନୀକୁ ବିରୋଧ କଲେ ଗ୍ରାମବାସୀ

ପରଜଙ୍ଗ,୨୪।୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ତୋର ପଞ୍ଚାୟତ ଅନ୍ତର୍ଗତ ଚାନ୍ଦପୁର ଗାଁରେ ଉଠା ଜଳ ସେଚନ ପ୍ରକଳ୍ପ ନିର୍ମାଣ କରୁଥିବା ଏଲ ଆଣ୍ଡ ଟି...

ଆତଙ୍କବାଦୀଙ୍କ ନିସ୍ତାର ନାହିଁ; ସାମିଲ ଥିଲେ ୩ ପାକିସ୍ତାନୀ ଏବଂ ୨ କଶ୍ମୀରୀ

ପହଲଗାମ୍‌,୨୪।୪: ଜମ୍ମୁ କଶ୍ମୀର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ୫ ଆତଙ୍କବାଦୀଙ୍କୁ ଚିହ୍ନଟ କରାଯାଇଛି। ତେବେ ଏହି ଆକ୍ରମଣରେ ୩ ଜଣ ପାକିସ୍ତାନୀ ନାଗରିକ ଏବଂ...

ଦାରିଙ୍ଗବାଡି ଆଇଆଇସିଙ୍କ ଡିଏସପି ପାହ୍ୟାକୁ ପଦନ୍ନୋତି , ଜିଲାରେ ୬ ଜଣ ଅଧିକାରୀଙ୍କ ପଦନ୍ନୋତି

ଦାରିଙ୍ଗବାଡି, ୨୪ ।୪ (ଅରୁଣ ସାହୁ): ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଆଇଆଇସିମାନଙ୍କୁ ଓପିଏସ ଗ୍ରୁପ-ଏ (ଜୁନିଅର ଶାଖା)ର ଗ୍ରେଡକୁ ପଦୋନ୍ନତି କରାଯାଇଛି। ଏହି...

କଶ୍ମୀର ଟୁର୍‌ ବାତିଲ କରୁଛନ୍ତି ୯୦% ପର୍ଯ୍ୟଟକ

ନୂଆଦିଲ୍ଲୀ, ୨୪।୪: ଜମ୍ମୁ-କଶ୍ମୀରର ପହଲ୍‌ଗାମ ଆତଙ୍କବାଦୀ ଆକ୍ରମଣର ପ୍ରଭାବ ପର୍ଯ୍ୟଟନ କ୍ଷେତ୍ର ଉପରେ ପଡ଼ିଛି। ଲୋକମାନେ ବଡ଼ସଂଖ୍ୟାରେ ଜମ୍ମୁ-କଶ୍ମୀର ଭ୍ରମଣ ପାଇଁ କରିଥିବା ଅଗ୍ରିମ ବୁକିଂକୁ...

ବାଲେଶ୍ୱରରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ଘୋଷଣା

ଭୁବନେଶ୍ୱର,୨୪।୪: ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ...

କଶ୍ମୀରୀ ଖବରକାଗଜ ପୃଷ୍ଠାରେ ପହଲଗାମ୍‌ ଆକ୍ରମଣର ପ୍ରତିବାଦ

ପହଲଗାମ୍‌,୨୪।୪: ପହଲଗାମ୍‌ ଆକ୍ରମଣରେ ୨୬ ଜଣଙ୍କ ମୃତ୍ୟୁ ଘଟିବା ପରେ ବୁଧବାର ଜମ୍ମୁ-କଶ୍ମୀରରୁ ପ୍ରକାଶ ପାଇଥିବା ଖବରକାଗଜଗୁଡ଼ିକରେ ପ୍ରତିବାଦର ସ୍ବର ପ୍ରତିଧ୍ୱନିତ ହୋଇଛି। ଇଂଲିଶ ଓ...

Pahalgam Terror Attack: ନିସ୍ତବ୍ଧ ଇଶାଣୀ ଗାଁ

ବାଲେଶ୍ୱର, ୨୪।୪(ବାଞ୍ଛାନିଧି ଦେ):ବାଲେଶ୍ୱର ସଦର ବ୍ଲକ ସାରଗାଁ ପଞ୍ଚାୟତ ଅଧୀନ ଇଶାଣୀ ଗାଁ ଏବେ ନିସ୍ତବ୍ଧ। ସମସ୍ତେ ହତବାକ୍‌ ଓ ମ୍ରିୟମାଣ। ପ୍ରଶାନ୍ତଙ୍କ ମୃତ୍ୟୁକୁ କେହି...

ମାଙ୍କଡ ଡେଇଁଚି, ସମୟ କହିପାରିବୁନି; ଅଘୋଷିତ ବିଦ୍ୟୁତ୍ କାଟ ପାଇଁ ଲୋକେ ଛଟପଟ

ଭଞ୍ଜନଗର,୨୪/୪(ବାବୁଲା ପ୍ରଧାନ)-ଅସହ୍ୟ ଗରମ ଯୋଗୁଁ ଲୋକେ ଆଜକୁ କିଛି ଦିନ ହେବ ଛଟପଟ ହେଉଛନ୍ତି। ଅନ୍ୟପଟେ ଭଞ୍ଜନଗର ଅଞ୍ଚଳରେ ଟାଟା ପାୱାର ପକ୍ଷରୁ ବାରମ୍ବାର ଅଘୋଷିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image