ଆଜି ଭୁବନେଶ୍ୱରରୁ ମାତ୍ର ୨ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ଲୋକାଲ କେସ୍‌ ଥିବା ବେଳେ ଜଣେ କ୍ୱାରାଣ୍ଟାଇନ୍‌ରୁ ଥିବା ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

 

Share