ଆଜି ଯୁକ୍ତ୨ ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ପୂର୍ବାହ୍ନ ସାଢ଼େ ୧୧ଟାରେ ପରିଷଦର କାର୍ଯ୍ୟାଳୟରେ ଏହି ରେଜଲ୍ଟ ସମ୍ପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଘୋଷଣା କରିବେ। ଛାତ୍ରୀଛାତ୍ରମାନେ www.orissaresults.nic.in ୱେବ୍‌ସାଇଟ୍‌ରେ ନିଜ ନିଜର ପରୀକ୍ଷାଫଳ ଦେଖିପାରିବେ।

Share