ଆଜି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ସୋମବାର ପୂର୍ବାହ୍ନ ୧୧ଟା ୩୦ରେ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ୧୧ଟି ପ୍ରସ୍ତାବକୁ ଅନୁମୋଦନ ମିଳିପାରେ ବୋଲି ଜଣାପଡ଼ିଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମନ୍ତ୍ରୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଯେଉଁ ମନ୍ତ୍ରମୀନେ ଚାହିଁବେ ନିଜ ଜିଲା ମୁଖ୍ୟ୍ୟାଳୟରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଯୋଗ ଦେଇପାରିବେ।

Share