ଆଜି ତାଣ୍ଡବ ରଚିବ କାଳବୈଶାଖୀ, ବିଜୁଳି-ଘଡ଼ଘଡ଼ି ସହ ହେବ…

ଭୁବନେଶ୍ୱର,୨୧ା୩: ରାଜ୍ୟରେ ଶୁକ୍ରବାର କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଭାଗ କହିଛି, ରାଜ୍ୟରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଆଜି ଏନେଇ ୫ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର। ଏସବୁ ଜିଲାର କିଛି କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ସତର୍କ ସୂଚନା ଜାରି କରାଯାଇଥିବା ଜିଲାଗୁଡ଼ିକରେ ୫୦ରୁ ୬୦ କିମି ବେଗରେ ପବନ ବହିବ। ସେହିପରି କାଳବୈଶାଖୀ ନେଇ ଉପକୂଳ ଜିଲା ଯଥା କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ ପଶ୍ଚିମ ଓଡ଼ିଶାର ଦେବଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼ ବଲାଙ୍ଗୀର ଏବଂ ନୂଆପଡ଼ା ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri