Advertisement

ଆଜି ଦଶପଲ୍ଲାରୁ ଗଡ଼ିବ ରେଳ: ରେଳ ମନ୍ତ୍ରୀ କରିବେ ଶୁଭାରମ୍ଭ

ନୟାଗଡ଼,୬।୧(ଲୋକନାଥ ମିଶ୍ର): ଆଜି ଦଶପଲ୍ଲାରୁ ଗଡ଼ିବ ରେଳ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ କୁମାର ବୈଷ୍ଣବ ଏହାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଫଳରେ ଦଶପଲ୍ଲାବାସୀଙ୍କ ବହୁଦିନର ସ୍ବପ୍ନ ସାକାର ହେବାକୁ ଯାଉଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share