ଏହି ଦିନ ହେବ ବିଦ୍ୟୁତ୍‌ କାଟ୍‌: ସକାଳ ୮ଟାରୁ ସନ୍ଧ୍ୟା ୫ଟା ଯାଏ ବନ୍ଦ ରହିବ ବିଦ୍ୟୁତ୍‌ ସେବା

ବରଗଡ଼,୨୩।୧(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ୍‌(ଓପଟିସିଏଲ୍‌) ପକ୍ଷରୁ ୧୩୨/୩୩ କେ.ଭି ଭଟଲି ଏବଂ ଘେଁସ୍‌ ଗ୍ରୀଡ୍‌ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ଆସନ୍ତା ୨୪ତାରିଖ ସକାଳ ୮ଟାରୁ ସନ୍ଧ୍ୟା ୫ଟା ଯାଏ ବରଗଡ଼ ଜିଲା ଅନ୍ତର୍ଗତ ବିଜେପୁର, ଚାଉଁରପାଲି, ଦୁଲସେରା, ଘେଁସ୍‌, ଜାମକାନି, ଜାମୁଟପାଲି, ଜାରିଂ, ଖରମୁଣ୍ଡା, ଲେଖାପଦର, ମେଲଛାମୁଣ୍ଡା, ସର୍ଗିବାହାଲ, ସୋହେଲା, ପଦ୍ମପୁର, ଅମ୍ବାଭୋନା, ବଡ଼ମାଳ, ଭୁକ୍ତା, ହାତୀସର, କପାଶିରା, ଲଖନପୁର ଆଦି ଅଞ୍ଚଳ ଏବଂ ଏହା ଆଖପାଖ ଅଞ୍ଚଳରେ ବିଦ୍ୟୁତ ଯୋଗାଣ ବନ୍ଦ ରହିବ। ଏହି ରକ୍ଷଣାବେକ୍ଷଣ କାର୍ଯ୍ୟ ସ୍ଥିର, ନିରବଚ୍ଛିନ୍ନ ତଥା ଗୁଣାତ୍ମକ ବିଦ୍ୟୁତ ସେବା ପାଇଁ ଅତ୍ୟନ୍ତ ଜରୁରୀ ଅଟେ। ତେଣୁ ସାମୟିକ ସମୟ ପାଇଁ ବିଦ୍ୟୁତ ସେବା ବ୍ୟାହତ ହେଉଥିବା ଯୋଗୁ ଟିପିଡବ୍ଲୁଓଡିଏଲ୍‌ କର୍ତ୍ତୃପକ୍ଷ ଦୁଃଖପ୍ରକାଶ କରିଛନ୍ତି ଏବଂ ଏଥିରେ ସମ୍ପୃକ୍ତ ଅଞ୍ଚଳର ବିଦ୍ୟୁତ ଗ୍ରାହକ, ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ

ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ

ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri