ଭାରତ ଅଭିମୁଖେ ଆମେରିକା ରାଷ୍ଟ୍ରପତି: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କରିବେ ଡିନର୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୭।୯: ଜି-୨୦ ଶିଖର ସମ୍ମିଳନୀ ଯୋଗ ଦେବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତ ଅଭିମୁଖେ ବାହାରିଛନ୍ତି। ଶୁକ୍ରବାର ଅର୍ଥାତ୍‌ ଆଜି ସେ ଭାରତରେ ପହଞ୍ଚିବେ। ତାଙ୍କର ଗସ୍ତର ପ୍ରଥମ ଦିନରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୂଆଦିଲ୍ଲୀରେ ଭେଟିବେ। ହ୍ବାଇଟ ହାଉସରୁ ଜାରି ହୋଇଥିବା ରିପୋର୍ଟରେ କୁହାଯାଇଛି ଯେ, ଜର୍ମାନୀ, ଭାରତ ଏବଂ ଭିଏତନାମର ତିନି ଦିନିଆ ଗସ୍ତରେ ବାଇଡେନ୍‌ ଅଧିକାଂଶ ସମୟ ଭାରତରେ ରହିବେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ୍‌ ଡେନଙ୍କୁ ଡିନର୍‌ ପାଇଁ ନିମନ୍ତ୍ରଣ କରିଛନ୍ତି। ଉଭୟ ନେତା ଶୁକ୍ରବାର ସନ୍ଧ୍ୟା ୭.୩୦ରେ ଲୋକ କଲ୍ୟାଣ ମାର୍ଗରେ ଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ବାସଭବନରେ ଭେଟିବେ। ଆଜି ଉଭୟ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ମଧ୍ୟ ହେବ।
ଆମେରିକାର ରାଷ୍ଟ୍ରପତି ହେବା ପରେ ଏହା ଜୋ ବାଡେନଙ୍କର ପ୍ରଥମ ଭାରତ ଗସ୍ତ। ୨୦୨୦ରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଆସିଥିଲେ। ଜୋ ବାଇଡେନ ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହା ଦ୍ୱିତୀୟ ସ୍ବତନ୍ତ୍ର ଡିନର୍‌ ହେବ। ଏହାର ୩ ମାସ ପୂର୍ବରୁ ମୋଦିଙ୍କ ଆମେରିକା ଗସ୍ତ ସମୟରେ ଜୋ ବାଇଡେନ ତାଙ୍କ ପାଇଁ ହ୍ବାଇଟ ହାଉସରେ ଏକ ସ୍ବତନ୍ତ୍ର ଡିନର୍‌ର ଆୟୋଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭୮ ବର୍ଷରେ ରାଜଧାନୀ ଭୁବନେଶ୍ୱର: ବିକାଶଧାରାରେ ନୂଆ ସହର

ଦିନ ଥିଲା ଭୁବନେଶ୍ୱର କହିଲେ ଓଲ୍ଡଟାଉନ୍‌, କପିଳ ପ୍ରସାଦ, କପିଳେଶ୍ୱର ଏବଂ ସାମନ୍ତରାପୁର ଆଦି ଅଞ୍ଚଳକୁ ବୁଝାଉଥିଲା। ଐତିହ୍ୟ, କଳା, ସଂସ୍କୃତି, ପରମ୍ପରା ଥିଲା ଏହି...

Jallianwala Bagh Massacre Day: ଆଜି ଜାଲିଆନାୱାଲା ବାଗ ହତ୍ୟାକାଣ୍ଡ ଦିବସ, ଜାଣନ୍ତୁ ଏହାର ଇତିହାସ, ତ୍ୟାଗ ପଛର କାହାଣୀ

ଆଜି ଅପ୍ରେଲ ୧୩, ଜାଲିଆନାୱାଲାବାଗ ହତ୍ୟାକାଣ୍ଡର ୧୦୬ତମ ବାର୍ଷିକୀ। ୧୯୧୯ ମସିହାର ଏହି ଦିନ ଭାରତୀୟ ଇତିହାସରେ ଏକ କଳଙ୍କିତ ଅଧ୍ୟାୟ ଭାବେ ଯୋଡ଼ି ହୋଇଥିଲା।...

ଗୌରବ ଖାନ୍ନା ସେଲିବ୍ରିଟି ମାଷ୍ଟରଶେଫ୍‌

ମୁମ୍ବାଇ: ଛୋଟ ପରଦାର ଲୋକପ୍ରିୟ ଅଭିନେତା ଗୌରବ ଖାନ୍ନା ‘ସେଲିବ୍ରିଟି ମାଷ୍ଟରଶେଫ୍‌’ ପ୍ରଥମ ସିଜନର ଟାଇଟଲ ହାସଲ କରିଛନ୍ତି। ଶୁକ୍ରବାର ରାତିରେ ଆୟୋଜିତ ଗ୍ରାଣ୍ଡ ଫିନାଲେ...

ଛାତ୍ରବାସରେ ପ୍ରେମିକାଙ୍କୁ ପାଖରେ ରଖିବା ପାଇଁ ସୁଟ୍‌କେସ୍‌ରେ ପୁରାଇଲେ

ସୋନିପଥ, ୧୩।୪: ହରିୟାଣା ସୋନିପଥସ୍ଥିତ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟିରୁ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍‌ନାକୁ ଆସିଛି। ଜଣେ ଛାତ୍ର ନିଜ ପ୍ରେମିକାଙ୍କୁ ପାଖରେ ରଖିବା...

ଟ୍ରମ୍ପ୍‌ଙ୍କ ଟାରିଫ୍‌ ବିଶ୍ୱ ବାଣିଜ୍ୟକୁ ୩% ସଙ୍କୁଚିତ କରିପାରେ

ଜାତିସଂଘ,୧୩।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଅନେକ ଦେଶ ଉପରେ ପାରସ୍ପରିକ ଶୁଳ୍କ ଲଗାଇବାକୁ ନିଷ୍ପତ୍ତି ନେଇଥିବାରୁ ଏହା ବିଶ୍ୱ ବାଣିଜ୍ୟକୁ ୩ ପ୍ରତିଶତ ସଂକୁଚିତ...

ରାଜ୍ୟପାଳ ଅଲୋଡ଼ା: ତାମିଲନାଡ଼ୁ ଆଣିଲା ୧୦ ଆଇନ

ଚେନ୍ନାଇ,୧୩/୪ତାମିଲନାଡୁ ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ୧୦ ନୂଆ ଆଇନ ହେଲା ତାମିଲନାଡ଼ୁ ଫିଶେରିଜ୍‌ ୟୁନିଭର୍ସିଟି (ସଂଶୋଧନ) ଆଇନ-୨୦୨୦, ତାମିଲନାଡୁ ପ୍ରାଣୀ ବିଜ୍ଞାନ ବିଶ୍ୱବିଦ୍ୟାଳୟ...

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image