ଆଜି ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୧୦: ଆଜି ବି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ। ୨ୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବାଲେଶ୍ବର ଓ ମୟୂରଭଞ୍ଜ ଜିଲା ପରିଦର୍ଶନ କରିବେ। ଅନ୍ୟପେକ୍ଷେ ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ମଧ୍ୟ ପରଖିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ ଓ ଅନ୍ୟ ଅଧିକାରୀ ଉପସ୍ଥିତ ରହିବେ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଥିଲେ।ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।

ଆକାଶ ମାର୍ଗରୁ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସମ୍ପୃକ୍ତ ବିଭାଗକୁ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାରୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ବାରା ବାତ୍ୟା ଏବଂ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋପ ଫ୍ରାନ୍ସିସଙ୍କ ଅନ୍ତିମ ସଂସ୍କାରରେ ଅସମ୍ଭାଳ ଭିଡ, ଟ୍ରମ୍ପ ବି କଲେ ଶେଷ ଦର୍ଶନ

ଭାଟିକାନ ସିଟି,୨୬।୪: ଭାରତୀୟ ସମୟ ଅନୁସାରେ ଶନିବାର ଅପରାହ୍ନରେ ପୋପ ଫ୍ରାନ୍ସିସଙ୍କ ଅନ୍ତିମ ସଂସ୍କାର ଆରମ୍ଭ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର ସେଣ୍ଟ ପିଟର୍ସ ବାସିଲିକା...

‘ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରୁ ମାର୍ଶାଲ ଆର୍ଟ ରହିଛି’

ଭଞ୍ଜନଗର,୨୬ା୪(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ୮ଦିନ ବ୍ୟାପୀ ଚାଲିଥିବା ଯୁକ୍ତ ୩ ବାଳିକା ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶନିବାର...

ବାଇକ୍‌ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

କେନ୍ଦୁଝର,୨୬।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥର ବୋନାଯୋଡି ବୁଲାଣି ନିକଟରେ ଏକ ବାଇକ୍‌ ଧକ୍କାରେ ଜଣେ ସାଇକେଲ...

ଉପାନ୍ତ ଅଞ୍ଚଳରେ ଓଡ଼ିଶା-ଆନ୍ଧ୍ର ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ

ପାରଳାଖେମୁଣ୍ଡି,୨୬ା୪(ଗିରିଧାରୀ ପରିଛା): ଗଜପତି ଓ ଶ୍ରୀକାକୁଲମ୍‌ ଜିଲାର ଉପାନ୍ତ ଅଞ୍ଚଳରେ ଦିନକୁ ଦିନ ଦେଶୀ ଚୋରାମଦ କାରବାର ବଢ଼ି ଚାଲିଥିବାରୁ ଏଥିରେ ରୋକ ଲଗାଇବାକୁ ଓଡ଼ିଶା...

ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ: ଭଉଣୀ ଘରକୁ ଯାଇ ରାତିରେ …

ଦିଗପହଣ୍ଡି,୨୬।୪(ଅଶେଷନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁଣ୍ଠପଡ଼ା ଗ୍ରାମର ଇଂ. ଏ ଏଣ୍ଡୁପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ବ୍ରହ୍ମପୁର...

ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀ

ମୋହନା,୨୬ା(ମନ୍ମଥ ମିଶ୍ର): ମୋହନାରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ୧୩୪ତମ ଜୟନ୍ତୀ ପାଳିତ ହୋଇଛି। ମୋହନାସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଯୁବକ ସଂଘ ପକ୍ଷରୁ ହୋଇଥିବା ଏହି...

ଭାରତ ଛାଡ଼ି କାହିଁକି ଲଣ୍ଡନ ଗଲେ ବିରାଟ-ଅନୁଷ୍କା? ମାଧୁରୀଙ୍କ ସ୍ବାମୀ ଖୋଲିଦେଲେ ଗୁମର

ନୂଆଦିଲ୍ଲୀ,୨୬।୪: ଲଣ୍ଡନ ଚାଲିଯିବେ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି। ଗତ ବର୍ଷେ ମଧ୍ୟରେ ଅନେକ ଥର ଦୁହିଁଙ୍କୁ ଲଣ୍ଡନରେ ଦେଖାଯିବା ପରେ କିଛି...

କାଳବୈଶାଖୀ ପ୍ରଭାବ: ଘରଉପରେ ପଡ଼ିଲା ଗଛ

ରାଇକିଆ,୨୪।୪:(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ଘଟିଛି । ପ୍ରବଳ ବେଗରେ ପବନ ବହିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image